ସୁନାବେଶରେ ଡ୍ରୋନ୍ ମାଧ୍ୟମରେ ହେବ ଟ୍ରାଫିକ ନିୟନ୍ତ୍ରଣ
ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ସୁନାବେଶ। ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଗତବର୍ଷ ତୁଳନାରେ ପ୍ରାୟ ପଚିଶ ପ୍ରତିଶତ ଅଧିକ ଭକ୍ତ ମହାପ୍ରଭୁଙ୍କର ଏହି ଦର୍ଶନ କରିବେ ବୋଲି ଆକଳନ କରିଛି ପ୍ରଶାସନ । ତେଣୁ ଏହାକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ଟ୍ରାଫିକ ବ୍ଯବସ୍ଥାକୁ ନେଇ ଏକ…