ଛତିଶଗଡ ସ୍ୱାସ୍ଥ୍ୟମନ୍ତ୍ରୀ ଟି. ଏସ୍. ସିଂହଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କଲା କଂଗ୍ରେସ
ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ଭାଗରେ ଛତିଶଗଡ଼ ବିଧାନସଭା ନିର୍ବାଚନ ହେବ । ଏହା ପୂର୍ବରୁ ଛତିଶଗଡ କଂଗ୍ରେସକୁ ଆହୁରି ମଜବୁତ କରିବାକୁ ଯାଇ ଦଳରେ ଅସନ୍ତୁଷ୍ଚ ଥିବା ବା ମୁଖ୍ୟମନ୍ତ୍ରୀ ଆସନ ପାଇଁ ଆଶାୟୀ ଥିବା ସ୍ୱାସ୍ଥ୍ୟମନ୍ତ୍ରୀ ଟି. ଏସ୍. ସିଂହଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି…