ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଭ୍ୟାନ୍: ଜଣଙ୍କର ମୃତ୍ୟୁ, ୧୧ ଆହତ
ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଅଞ୍ଚଳରେ ବୁଧବାର ଏକ ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ରାମପୁର ଗଣ୍ଡପଡ଼ାରେ ଏହି ଦୁର୍ଘଟଣା ଘଟିଛି।…