Latest Odisha News

BREAKING NEWS

୧୭ରୁ ବସିପାରେ ସଂସଦର ମୌସୁମୀ ଅଧିବେଶନ , ସଂସଦୀୟ କମିଟି ବୈଠକରେ ହୋଇପାରେ ଘୋଷଣା

ନୁଆଦିଲ୍ଲୀ : ସଂସଦର ମୌସୁମୀ ଅଧିବେଶନ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହୋଇପାରେ । ଆସନ୍ତା କିଛି ଦିନ ମଧ୍ୟରେ ସଂସଦୀୟ ବ୍ୟାପାର କମିଟି(CCPA)ର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁଥିରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଏହି ବୈଠକର ଅଧ୍ୟକ୍ଷତା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ପ୍ରଥମ ବୋଲର ଭାବେ କ୍ରମାଗତ ୧୦୦ ଟେଷ୍ଟ ଖେଳିଲେ ନାଥାନ ଲାୟନ

ମେଲବୋର୍ଣ୍ଣ: ଚଳିତ ଆଶେସ ସିରିଜର ଦ୍ୱିତୀୟ କ୍ରିକେଟ ଟେଷ୍ଟ ଅବସରରେ ଅଷ୍ଟ୍ରେଲିଆର ସ୍ପିନର ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ପ୍ରଥମ ବୋଲର ଭାବେ କ୍ରମାଗତ ୧୦୦ ଟେଷ୍ଟ ଖେଳିଛନ୍ତି । ତାଙ୍କ ପୂର୍ବରୁ ଆଲିଷ୍ଟର କୁକ(୧୫୯), ଆଲାନ ବର୍ଡର(୧୫୩), ମାର୍କ ୱ (୧୦୭), ସୁନୀଲ ଗାଭାସ୍କର…

ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର : ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର । ସପ୍ତାହକରେ ୧୦୦ ଟଙ୍କା ପାର୍ କରିଛି ଟମାଟୋ ଦର। ଯାହା ଫଳରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଜନତା । ରାଜଧାନୀ ଭୁବନେଶ୍ୱରରେ ଟମାଟୋ କିଲୋ ପିଛା ୧୦୦ ଟଙ୍କା ଦରରେ ବିକ୍ରି ହେଉଥିବା ବେଳେ କଟକରେ ଟମାଟୋ ଦର ୮୦/୯୦ ଟଙ୍କା ଛୁଇଁଛି…

ବାହୁଡ଼ାରେ ଅଘଟଣ: ରଥ ଦଉଡି ଛିଡି ସେବାୟତ ଆହତ, ଶ୍ୱାସରୁଦ୍ଧ ହୋଇ ୮ ଅସୁସ୍ଥ

ପୁରୀ:ଏଥର ରଥଯାତ୍ରାରେ ଅଘଟଣ ଯେମିତି ପିଛା ଛାଡୁନି । ଗୁଣ୍ଡିଚା ଯାତ୍ରାରେ ଦଳାଚକଟାରେ ୧୫ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତିନି ରଥ ଶରଧାବାଲିରେ ଲାଗି ପାରି  ଥିଲା । ନୀତିକାନ୍ତିରେ ବିଳମ୍ବ ହୋଇଥିଲା । ଠାକୁର ରଥ ଉପରେ ଉପବାସ ବି ରହିଥିଲେ । ତେଣୁ ବାହୁଡ଼ା…

ବିଡିଓଙ୍କ ଭିଡିଓ ଭାଇରାଲ୍, ଦୌଡ଼ି ଆସି ରାସ୍ତା ଉପରେ ମାରୁଛନ୍ତି ଚାପୁଡ଼ା

ପାରାଦୀପ: ଗାଡ଼ିରୁ ଓହ୍ଲାଇ ଆସିଲେ, ରାସ୍ତା ଉପରେ ବ୍ୟକ୍ତିଙ୍କ ଗାଲକୁ କଷି ଦେଲେ । ଭଦ୍ର ବେଶରେ ଥିବା ଏ ବାବୁ ଜଣଙ୍କ କିଏ ? କାହିଁକି ରାସ୍ତା ଉପରେ ରୋବାବ୍ ଦେଖାଉଛନ୍ତି ? ସିସିଟିଭିରେ ରେକର୍ଡ ଭାଇରାଲ୍ ହେଉଥିବା ଏ ଭିଡିଓରେ ଚାପୁଡ଼ା ମାରୁଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି କୁଜଙ୍ଗ…

ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାନୀ’ର ପ୍ରଥମ ସଙ୍ଗୀତ ‘ତୁମ୍ କୟା ମିଲେ’ ରିଲିଜ୍

ମୁମ୍ବାଇ: ଚଳିତ ବର୍ଷ କରନ ଜୋହରଙ୍କ ଚଳଚ୍ଚିତ୍ର ମଧ୍ୟରୁ 'ରକି ଔର ରାନୀ କି ପ୍ରେମ କାହାନୀ' ଚର୍ଚ୍ଚାର ଶୀର୍ଷରେ ରହିଛି। କିଛି ସମୟ ପୂର୍ବରୁ ଏହି ଚଳଚ୍ଚିତ୍ରର ଟିଜର ରିଲିଜ ହୋଇଥିଲା। ଯାହାକୁ ଦେଖିଲା ପରେ ପ୍ରଶଂସକଙ୍କୁ ୯୦ ଦଶକର କଥା ମନେ ପକାଇଦେଇଥିଲା। କରନ ଜୋହର ତାଙ୍କର ୨୫ ବର୍ଷର…

ଦିନିକିଆ ବିଶ୍ୱକପ କ୍ରିକେଟ: ଆସନ୍ତୁ ଜାଣିବା କଣ ରହିଛି ଭାରତର ପିଚ ନୀତି

ନୂଆଦିଲ୍ଲୀ: ଦିନିକିଆ ବିଶ୍ୱକପ କ୍ରିକେଟ ପାଇଁ କାର୍ଯ୍ୟସୂଚୀ ଘୋଷିତ ହୋଇଯାଇଛି । ଭାରତ ତାର ବିପକ୍ଷ ଦଳ ସହ ମୁକାବିଲା ପୂର୍ବରୁ ସ୍ୱତନ୍ତ୍ର କୌଶଳ ପ୍ରୟୋଗ କରି ପିଚ ନୀତି ପ୍ରସ୍ତୁତ କରିଛି । ଯେପରି ୮ ଅକ୍ଟୋବରରେ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ପାଇଁ ଚେନ୍ନାଇରେ ଧୀମା ପିଚ…

ଦ୍ବିତୀୟ ଶ୍ରୀକ୍ଷେତ୍ରରେ ନିଆରା ପରମ୍ପରା: ସୁନାବେଶରେ ସଜେଇ ହୋଇ ଦର୍ଶନ ଦେଲେ ମହାପ୍ରଭୁ

ବାରିପଦା : ଓଡ଼ିଶାର ଦ୍ବିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିରରେ ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜ୍ଜିତ ହୋଇ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀରେ ଶ୍ରୀଜୀଉମାନେ ଭକ୍ତଙ୍କୁ ରଥ…

ଦେଶର ସାମରିକ ଦକ୍ଷତା ବୃଦ୍ଧି କରିବ ପ୍ରିଡେଟର ଡ୍ରୋନ: ଭାରତୀୟ ନୌସେନା ମୁଖ୍ୟ

ନୂଆଦିଲ୍ଲୀ: ଆମେରିକା ସହ ହୋଇଥିବା ପ୍ରିଡେଟର ଡ୍ରୋନ ଚୁକ୍ତି ଦ୍ୱାରା ବଢିବ ଭାରତୀୟ ସେନାଙ୍କ କ୍ଷମତା। ଇଣ୍ଡୋ-ଆମେରିକା ପ୍ରିଡେଟର ଏମ୍କ୍ୟୁ-୯ବି (MQ-9B SeaGuardian) ଡ୍ରୋନ୍ କାରବାର ସମ୍ପର୍କରେ ଭାରତୀୟ ନୌସେନା ମୁଖ୍ୟ ଏଡମିରଲ୍ ରାଧାକ୍ରିଷ୍ଣନ୍ ହରି ​​କୁମାର ଗଣମାଧ୍ୟମକୁ କହିଛନ୍ତି।…