ୟୁସିସିକୁ ନେଇ ଡ୍ରାଫ୍ଟ ପ୍ରସ୍ତୁତ କରିବ ଅଲ୍ ଇଣ୍ଡିଆ ମୁସଲିମ ପର୍ସନଲ ଲ’ ବୋର୍ଡ
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ ୟୁନିଫର୍ମ ସିଭିଲ କୋଡ (ୟୁସିସି) କୁ ନେଇ ବିତର୍କ ତୀବ୍ର ହୋଇଛି। ସମସ୍ତ ବିଜେପି ନେତାଙ୍କ ପରେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜେ ୟୁନିଫର୍ମ ସିଭିଲ କୋଡକୁ ସମର୍ଥନ କରିଛନ୍ତି। ଏହି ସମୟରେ ଅଲ ଇଣ୍ଡିଆ ମୁସଲିମ ପର୍ସନଲ ଲ’…