Latest Odisha News

BREAKING NEWS

ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଦୁର୍ନୀତି ଅଭିଯୋଗ, ସିବିଆଇ ତଦନ୍ତ ଦାବି କଲା ବିଜେପି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଶାଣିତ ଆକ୍ରମଣ କରିଛି ବିଜେପି । ଦଳ ପକ୍ଷରୁ କୁହାଯାଇଛି- ସତ, ମିଛ କହି ଓଡ଼ିଶାବାସୀଙ୍କୁ ବାରମ୍ବାର ପ୍ରତାରଣା କରିବା ଶାସକ ବିଜୁ ଜନତା ଦଳର ଅଭ୍ୟାସରେ ପରିଣତ ହୋଇଛି । ନିଜ ମିଛ ଧରାପଡିବା ପରେ ଅନ୍ୟ ମୁଣ୍ଡରେ…

ବିରୋଧରେ କହି ବିପଦକୁ ଡାକୁଛନ୍ତି କି ସୌମ୍ୟ?

ଭୁବନେଶ୍ୱର: ବିଜେଡିର ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଗତି କୁଆଡେ? ସୌମ୍ୟ କଣ ଆଗକୁ ଅନ୍ୟ କିଛି ଯୋଜନା କରୁଛନ୍ତି କି? ବିଜେଡି ଠାରୁ ନିଜକୁ ଦୁରେଇ ନେଉଛନ୍ତି କି ସୌମ୍ୟ? ଖଣ୍ଡପଡାରୁ ଆଉ କଣ ବିଜେଡି ପ୍ରାର୍ଥୀ ହେବେନି କି ସୌମ୍ୟ ରଞ୍ଜନ ପଟ୍ଟନାୟକ? ସୌମ୍ୟଙ୍କୁ ନେଇ…

ବଘେଲଙ୍କ ବାଣରେ ବିଜେପି ଘାଇଲା! ଶାହା ବଦଳାଇଲେ ରଣନୀତି

ଭୁବନେଶ୍ୱର: ଛତିଶଗଡ଼ରେ ଶାସନକୁ ବଜାୟ ରଖିବା ସହ ଲୋକସଭା କ୍ଷେତ୍ରରେ ଅଧିକରୁ ଅଧିକ ସିଟ ଜିତିବା ପାଇଁ ଶାସନରେ ଥିବା କଂଗ୍ରେସ ସବୁ ଉଦ୍ୟମ ଜାରି ରଖିଛି। ଏହି କ୍ରମରେ ଦଳ ପକ୍ଷରୁ ସଂଭାଗୀୟ ସମ୍ମିଳନୀ ଆୟୋଜିତ ହେଉଥିବା ବେଳେ ବିଧାନସଭା ସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହେଉଛି।…

ହତ୍ୟା ଧମକ ପରେ ହନୀ ସିଂଙ୍କୁ ମିଳିଲା ସୁରକ୍ଷା

ନୂଆଦିଲ୍ଲୀ: ର‌୍ୟାପର ହନୀ ସିଂଙ୍କୁ ହତ୍ୟା ଧମକ ମିଳିବା ପରେ ସୋମବାର ଦିଲ୍ଲୀ ପୋଲିସ ତାଙ୍କୁ ସୁରକ୍ଷା ପ୍ରଦାନ କରିଛି । ଆଧୁନିକ ଅସ୍ତ୍ରଶସ୍ତ୍ର ସହ ୨ଜଣ ପୋଲିସକର୍ମୀ ତାଙ୍କ ସହ ୨୪ ଘଂଟା ରହିବେ । ଗ୍ୟାଙ୍ଗଷ୍ଟାର ଗୋଲ୍ଡି ବରାର ପକ୍ଷରୁ ତାଙ୍କ ଜୀବନରୁ ମାରିଦେବା ନେଇ ଧମକ ମିଳିଥିଲା ।…

ଆନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ଦ୍ୱିତୀୟ ସର୍ବବୃହତ ବିଜୟ ହାସଲ କଲା ଜିମ୍ବାୱେ

ହରାରେ: ଚଳିତ ଦିନିକିଆ ବିଶ୍ୱକପ କ୍ୱାଲିଫାୟର ମୁକାବିଲାରେ ସୋମବାର ଜିମ୍ବାୱେ କ୍ରିକେଟ ଟିମ ଇତିହାସ ରଚିଛି । ହରାରେ ସ୍ପୋର୍ଟ୍ସ କ୍ଲବରେ ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ୬ ୱିକେଟ ବିନିମୟରେ ୪୦୮ ରନର ବିଶାଳ ସ୍କୋର କରିଥିଲା । ୪୦୯ ରନର ଲକ୍ଷ୍ୟକୁ ପିଛା କରି ୟୁଏସଏ ୧୦୪ ରନରେ ଅଲଆଉଟ…

ହାଇ ହିଲ୍ ପିନ୍ଧି ଦୌଡ଼ିଲେ ଯୁବକ, କଲେ ବିଶ୍ୱ ରେକର୍ଡ଼

ସ୍ପେନ: ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯିଏ ସବୁବେଳେ କିଛି ସ୍ୱତନ୍ତ୍ର କରିବାକୁ ଚେଷ୍ଟା କରିଥାନ୍ତି । କେବଳ ସେତିକି ନୁହେଁ ନିଜ ନାମକୁ ରେକର୍ଡ଼ବୁକ୍‌ରେ ସ୍ଥାନିତ କରିବାକୁ ବି ଚେଷ୍ଟା କରନ୍ତି । ଏବେ ସେମିତି ଜଣେ ଯୁବକ ଚର୍ଚ୍ଚାକୁ ଆସିଛନ୍ତି, ଯିଏ ହାଇହିଲ ପିନ୍ଧି ଦୌଡ଼ ବିଶ୍ୱ…

ଆସନ୍ତାକାଲି ଏହି ୧୧ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ୨୯ ତାରିଖ ଯାଏ ଏଭଳି ପାଗ ଲାଗି ରହିବ । ଆସନ୍ତାକାଲି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ମଙ୍ଗଳବାର ୨୭ ତାରିଖରେ…

‘ତେଲେଙ୍ଗାନା ରାଜନୀତି’, ବିଆରଏସ ବଳରେ ହାତ ହେଉଛି ବଳିୟାନ!

ଭୁବନେଶ୍ୱର: ସରଗରମ ହେଉଛି ତେଲେଙ୍ଗାନା ରାଜନୀତି। ନିର୍ବାଚନ ଯେତିକି ନିକଟତର ହେଉଛି ପ୍ରମୁଖ ଦଳଗୁଡିକ ନିଜ ନିଜର ଶକ୍ତି ସାଉଁଟିବା କାର୍ଯ୍ୟକୁ ତୀଵ୍ର କରୁଛନ୍ତି। ରାଜନୈତିକ ସମୀକରଣ ମଧ୍ୟ ବଦଳୁଛି। ଏଭଳି ସ୍ଥିତିରେ ତେଲେଙ୍ଗାନାରେ ବିଆରଏସକୁ ବଡ଼ ଝଟକା ଲାଗିବାକୁ ଯାଉଛି।…

ୱିମ୍ବେଲଡନ ଟେନିସରେ କମେଂଟ୍ରି କରିବ ଏଆଇ

ଲଣ୍ଡନ: ଟେନିସର ସବୁଠାରୁ ପୁରାତନ ଟୁର୍ଣ୍ଣାମେଂଟ ୱିମ୍ବେଲଡନରେ ଏଥର ଆର୍ଟିଫିସିଆଲ ଇଂଟେଲଜେନ୍ସି ମାଧ୍ୟମରେ କମେଂଟ୍ରି କରାଯିବ । ଜୁଲାଇ ୩ରୁ ୱିମ୍ବେଲଡନ ଟେନିସ ଟୁର୍ଣ୍ଣାମେଂଟ ଆରମ୍ଭ ହେବ । ପ୍ରଥମ ଥର ପାଇଁ କୌଣସି ବ୍ୟକ୍ତି ବିଶେଷ ବିନା ସମ୍ପୂର୍ଣ୍ଣ ଭାବେ ଜ୍ଞାନକୌଶଳର ବ୍ୟବହାର କରାଯାଇ…

ଏପି ଧିଲ୍ଲନ୍‌ଙ୍କୁ ଡ଼େଟ୍ କରୁଛନ୍ତି ଶ୍ରୀଦେବୀଙ୍କ ଝିଅ ଖୁସି କପୁର

ମୁମ୍ବାଇ: ବଲିଉଡ ଦିବ୍ୟଗଂତ ଅଭିନେତ୍ରୀ ଶ୍ରୀଦେବୀଙ୍କ ଝିଅ ଖୁସି କପୁର ଏବେ ଚର୍ଚ୍ଚାରେ । ଖୁସି ସିଙ୍ଗର ଏପି ଧିଲ୍ଲନଙ୍କୁ ଡେଟ କରୁଥିବା ନେଇ ଚର୍ଚ୍ଚା ଜୋର ଧରିଛି । ଖୁସି ଓ ଏପି ଧିଲ୍ଲନଙ୍କୁ ଅନେକ ସମୟରେ ଏକାଠି ନଜର ଆସୁଛନ୍ତି । ଏଥିସହିତ ଏପି ଧିଲ୍ଲନ ନିଜ ଗୀତ ‘ଟୁ ଷ୍ଟୋରିଜ’ରେ…