ବେସରକାରୀ କଲେଜକୁ ମିଳିବ ସରକାରୀ ମାନ୍ୟତା
ଭୁବନେଶ୍ୱର: ଏଣିକି ସମସ୍ତ ଉଚ୍ଚଶିକ୍ଷା ବିଭାଗ ପରିସରରେ ଥିବା ବେସରକାରୀ କଲେଜକୁ ମିଳିବ ସରକାରୀ ମାନ୍ୟତା। ୨୦୦୮ ରୁ ୨୦୧୩ ମସିହା ମଧ୍ୟରେ ପ୍ରତିଷ୍ଠା ହୋଇଥିବା ସମସ୍ତ କଲେଜକୁ ରାଜ୍ୟ ସରକାର ଗ୍ରାଣ୍ଟ ଇନ୍ ଏଡ୍ ପରିସରଭୁକ୍ତ କରିବେ। ସେହିପରି କଲେଜକୁ ମାନ୍ୟତା ଓ ଦରମା ପ୍ରଦାନ ପାଇଁ ନୂଆ…