ନିଜେ ପଢୁଥିବା ପ୍ରାଥମିକ ସ୍କୁଲ ପରିଦର୍ଶନ କରି ଭାବବିହୋଳ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଢେଙ୍କାନାଳ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ଜିଲ୍ଲାର ତାଲଚେରରେ ତାଙ୍କ ପିଲାଦିନର ହାଣ୍ଡିଧୁଆ ପ୍ରାଥମିକ ସରକାରୀ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ କଥାବାର୍ତ୍ତା କରିଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୯୭୨ ରୁ ୭୭ ପର୍ଯ୍ୟନ୍ତ…