କାହା ମଙ୍ଗଳ କରୁଥିଲେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ? ଭିଜିଲାନ୍ସ ରେଡ୍ ବେଳେ ମିଳିଲା କୋଟିଏ ଜମା
ଭୁବନେଶ୍ୱର: ମାଳ ମାଳ କୋଠା… ବିଡ଼ା ବିଡ଼ା ଟଙ୍କା…। ଏସବୁ ହେଉଛି ଭଦ୍ରକର ପୂର୍ବତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କ ଅମାପ ସମ୍ପତ୍ତି । ଜୟନ୍ତୀଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା ହୋଇ ଯାଇଛି । ଚର୍ଚ୍ଚା ହେଉଛି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଥିବା ବେଳେ ନିଜ…