ତେଲେଙ୍ଗାନା ହାତରୁ ଖସିବାକୁ ବସିଲାଣି, ଓଡିଶାକୁ କିଏ ପଚାରେ!
ଭୁବନେଶ୍ୱର: ଓଡ଼ିଶାରେ ଆଉ ବିଆରଏସର ଚର୍ଚ୍ଚା ନାହିଁ। ଆସନ୍ନ ନିର୍ବାଚନକୁ ନେଇ ଦେଶ ଓ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଥିବା ବେଳେ ବିଆରଏସ ଆଉ ଓଡିଶାରେ ଆଗକୁ ବଢ଼ୁଥିବା ଦେଖାଯାଉ ନାହିଁ।
ରାଜ୍ୟରେ ବିରୋଧୀଙ୍କ ସ୍ଥିତିକୁ ଦେଖିଲେ କେସିଆରଙ୍କ ବିଆରଏସ ଓଡ଼ିଶାରେ ଏକ ବଡ଼ ବିକଳ୍ପ ହେବ ବୋଲି…