Latest Odisha News

BREAKING NEWS

ପାକିସ୍ତାନର ଭେନ୍ୟୁ ପରିବର୍ତନ ଅନୁରୋଧକୁ ଖାରଜ କଲେ ଆଇସିସି, ବିସିସିଆଇ

ନୂଆଦିଲ୍ଲୀ: ୨୦୨୩ ଦିନିକିଆ ବିଶ୍ୱକପ କ୍ରିକେଟ ଭାରତରେ ଆୟୋଜିତ ହେବ । ପାକିସ୍ତାନ ୨ଟି ଲିଗ ମ୍ୟାଚର ଭେନ୍ୟୁ ବଦଳାଇବା ପାଇଁ ଅନୁରୋଧ କରିଥିଲା । ତେବେ ଆଇସିସି ଓ ବିସିସିଆଇ ଏହି ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ଦେଇଛନ୍ତି । ଅକ୍ଟୋବର ୨୦ରେ ବାଙ୍ଗାଲୋରରେ ଭାରତ-ଅଷ୍ଟ୍ରେଲିଆ ଓ ୨୩ରେ…

ପାକିସ୍ତାନକୁ ଓଟିପି ସେୟାରିଂ ମାମଲା, କ୍ରିପ୍ଟୋରେ କୋଟିଏ ନିବେଶ କରିଥିଲେ ଅଭିଯୁକ୍ତ

ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଏସଟିଏଫର ସୂଚନା ଅନୁସାରେ, ଗିରଫ ୨ ଅଭିଯୁକ୍ତ ଯାଜପୁରର ପ୍ରୀତମ କର ଓ ନୟାଗଡ଼ର ସରୋଜ ନାୟକ କ୍ରିପ୍ଟୋରେ ନିବେଶ କରିଥିଲେ । ଅଭିଯୁକ୍ତ ପ୍ରୀତମ ଇମେଲ୍ ଆଇଡି ଓ ୨ଟି ବ୍ୟାଙ୍କ…

ମାଆ ହେଲେ ଅଭିନେତ୍ରୀ ଦୀପିକା କକ୍କର

ମୁମ୍ବାଇ: ମାଆ ହେଲେ ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ଦୀପିକା କକ୍କର । ବୁଧବାର ସକାଳେ ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏନେଇ ଉଭୟ ଦୀପିକା ଏବଂ ସୋଏବଙ୍କ ପରିବାରରେ ଖୁସି ଦେଖାଦେଇଛି । ଦୀପିକା ଓ ତାଙ୍କ ସ୍ୱାମୀ ସୋଏବ ଇନ୍‌ଷ୍ଟାଗ୍ରାମ୍‌ରେ ଏହି ଖୁସି ଖବର ସେୟାର କରିଛନ୍ତି ।…

ଆନ୍ତର୍ଜାତୀୟ ଫୁଟବଲରେ ଆଉ ଏକ କୀର୍ତିମାନ ସ୍ଥାପନ କଲେ ରୋନାଲ୍ଡୋ

ନୂଆଦିଲ୍ଲୀ: ପର୍ତୁଗାଲର ଅଧିନାୟକ ତଥା ବିଶ୍ୱ ଫୁଟବଲର ମହାନ ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ଆନ୍ତର୍ଜାତୀୟ ଫୁଟବଲରେ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ପ୍ରଥମ ଫୁଟବଲ ଖେଳାଳି ଭାବେ ୨୦୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି । ୟୁରୋ ୨୦୨୪ ଆଇସଲାଣ୍ଡ ବିପକ୍ଷ କ୍ୱାଲିଫାଇଂ ମ୍ୟାଚରେ ସେ…

ଚଷମା ଆକୃତିର ଟାଟୁ କଲେ ଯୁବକ: ଲୋକେ ଦେଖି ଆଶ୍ଚର୍ଯ୍ୟ

ଇଟାଲି: ଆଜିକାଲି ଯୁବପିଢୀ ନିଜ ଶରୀରର ବିଭିନ୍ନ ଅଂଶରେ ଟାଟୁ କରିବାକୁ ପସନ୍ଦ କରୁଛନ୍ତି । ଯେଉଁମାନେ ଟାଟୁକୁ ଭଲ ପାଆନ୍ତି, ସେମାନେ ଅଜବ ଡିଜାଇନ୍‌ର ଟାଟୁ କରିବାକୁ ପସନ୍ଦ କରନ୍ତି । ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ଯୁବକ ତାଙ୍କ…

ବାସନ ମାଜୁଥିଲେ ମହିଳା, ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡା: ନାଳ କୂଳରେ ବସି ବାସନ ମାଜୁଥିଲେ ମହିଳା । ଟାଣି ନେଇଗଲା କୁମ୍ଭୀର । ବର୍ତ୍ତମାନ ସୁଦ୍ଧା ମହିଳାଙ୍କର କୌଣସି ସନ୍ଧାନ ମିଳିନି । ଏମିତି ଘଟଣା ଘଟିଛି କେନ୍ଦ୍ରାପଡା ରାଜନଗର ବ୍ଲକ ଅନ୍ତର୍ଗତ ହାତିଆଗଡି ଗାଁରେ । ଏହି ଗାଁର ବୈଲୋଚନ ଦାସ ରାଜ୍ୟ ବାହାକୁ ଦାଦନ ଖଟିବାକୁ…

ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରିବେ । ସେଠାରୁ ବରଗଡ ଲୋକସଭା…

ଆସୁଛି ନୂଆ ସାଇବର ସ୍କାମ: କ୍ଲିକ କରିବା ମାତ୍ରେ ହ୍ୟାକ ହୋଇଯବ ମୋବାଇଲ ଫୋନ

ଭୁବନେଶ୍ୱର: ହ୍ୱାଟ୍ସଅପ ଅପଡେଟ କରିବା ପାଇଁ କିଛି ମେସେଜ ବା ଲିଙ୍କ ଆପଣଙ୍କ ମୋବାଇଲକୁ  ଆସିଛି କି ? ଯଦି ଏମିତି କିଛି ମେସେଜେ ଆସିଥାଏ ତେବେ ସାବଧାନ ହୋଇଯାଆନ୍ତୁ । ଭୁଲରେ ବି ଏସବୁ ମେସେଜରେ କ୍ଲିକ କରନ୍ତୁ ନାହିଁ । କାରଣ ଥରେ କ୍ଲିକ କରିଦେଲେ ହ୍ୟାକ ହୋଇ ଯାଇପାରେ ଆପଣଙ୍କ…

ଭିଟୋର ଅପପ୍ରୟୋଗ କଲା ଚୀନ; ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡକୁ ଆତଙ୍କବାଦୀ ହେବାରୁ ବଞ୍ଚାଇଲା

ନୂଆଦିଲ୍ଲୀ: ପାକିସ୍ତାନ ଲସ୍କର-ଏ-ତୋଇବାର ଆତଙ୍କବାଦୀ ସାଜିଦ ମୀରକୁ ବିଶ୍ୱ ଆତଙ୍କବାଦୀ ଘୋଷିତ କରିବା ପ୍ରସ୍ତାବ ଉପରେ ଚୀନ ପ୍ରତିବନ୍ଧକ ଲଗାଇଛି । ସାଜିଦ ୨୦୦୮ରେ ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ଥିଲା । ଆମେରିକା ସାଜିଦକୁ ଗ୍ଲୋବାଲ ଟେରରିଷ୍ଟ ଘୋଷଣା କରିବା…

ରାଜ୍ୟର କିଛି ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ, ୨୩ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଆଉ ୨ରୁ ୩ ଦିନ ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼଼ିଶା ଛୁଇଁପାରେ ବୋଲି ଆକଳନ କରାଯାଉଛି । ଆଜି କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,…