Latest Odisha News

BREAKING NEWS

ରଥଯାତ୍ରା ଦେଖୁଥିବା ବେଳେ ବାଲକୋନି ଭୁଶୁଡି ପଡ଼ିବାରୁ ଜଣେ ମୃତ, ୫ ଆହତ

ଅହମଦାବାଦ: ମଙ୍ଗଳବାର ଏକ ବାଲକୋନି ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଅହମଦାବାଦରେ ରଥଯାତ୍ରା ସମୟରେ ଦରିୟାପୁର ଅଞ୍ଚଳରେ ଏହି ଅଘଟଣ ଘଟିଛି। ସୋଶିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଦେଖାଯାଉଛି ଯେ, ଭୁଶୁଡ଼ିବା ପରେ ରାସ୍ତାରେ ଲୋକମାନେ…

ବିଜେଡି ଅଘୋଷିତ ଭାବେ ବିଜେପି ସହ ରହିଛି: ଟିଏମସି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ବିଜେଡି, ଦେଶର ଶାସକ ଦଳ ବିଜେପି ଏବଂ ଅଣ ବିଜେପି ଦଳ ତଥା ବିରୋଧୀଙ୍କ ସହ ସମ୍ପର୍କ କଥା ଉଠିଲେ ସମଦୂରତା ନୀତି ଆପଣାନ୍ତି ନବୀନ। ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ଅନୁପସ୍ଥିତ ରହିଥିଲେ ମଧ୍ୟ ଦଳର ସାଂସଦଙ୍କୁ ନୂଆ…

ସାଫ ଚାମ୍ପିୟନଶିପ: ପ୍ରଥମ ମ୍ୟାଚରେ ପାକିସ୍ତାନକୁ ଭେଟିବ ଭାରତ

ନୂଆଦିଲ୍ଲୀ: ଇଂଟରକଂଟିନେଟାଂଲ କପରେ ଚାମ୍ପିୟନ ହେବା ପରେ ଭାରତୀୟ ଫୁଟବଲ ଟିମର ମନୋବଳ ଉଚ୍ଚରେ ରହିଛି । ଏବେ ସାଫ ଚାମ୍ପିୟନଶିପ ପାଇଁ ଭାରତ ତାର ପ୍ରସ୍ତୁତି ଆରମ୍ଭ କରି ଦେଇଛି । ଶ୍ରୀ କାନ୍ତିରାୱା ଷ୍ଟାଡିୟମରେ ଭାରତ ତାର ପ୍ରଥମ ମୁକାବିଲାରେ ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ…

ସୁରଟରେ ସ୍ବାମୀକୁ ହତ୍ୟା କରି ଚମ୍ପଟ ମାରିଥିବା ସ୍ତ୍ରୀ କନ୍ଧମାଳରୁ ଗିରଫ

କନ୍ଧମାଳ: ସୁରଟରେ ସ୍ୱାମୀଙ୍କୁ ହତ୍ୟା କରିଥିବା ଅଭିଯୋଗରେ ସୁରଟ ପୁଲିସର ଏକ ଟିମ୍ କନ୍ଧମାଳ ଜିଲ୍ଲାର ଏକ ଗାଁରୁ ଜଣେ ମହିଳାଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାଁ ସବିତା ନାୟକ ଓ ମୃତ ସ୍ୱାମୀଙ୍କ ନାଁ ନରେଶ ନାୟକ ବୋଲି ପୁଲିସ କହିଛି। ସୂଚନା ମୁତାବକ, ନରେଶ ତାଙ୍କ ପତ୍ନୀ ସବିତା ଓ ଦୁଇ…

ବନ ଅଧିକାରୀଙ୍କ ପ୍ରତିବାଦର ପ୍ରଭାବ! ସକାଳେ ଘର ଭାଙ୍ଗିଲେ, ସଂଧ୍ୟାରେ ରାସ୍ତାରେ ହାତୀ ପଲ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ଗଣେଶ ବିହାର ଅଞ୍ଚଳରେ ମଙ୍ଗଳବାର ସକାଳେ ୩ଟି ବଣୁଆ ହାତୀ ଉପଦ୍ରବ କରିବାରୁ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଥିବା ବେଳେ ସଂଧ୍ୟାରେ ଶିଖରଚଣ୍ଡୀ ନିକଟରେ 200 ଫୁଟର ରାସ୍ତାରେ ହାତୀପଲ ବୁଲୁଥିବାର ଦେଖିବାକୁ ମିଳିଛି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ…

ଗଦ୍ଦାର କିଏ, ଉଦ୍ଧବ ନା ସିନ୍ଦେ?

ଭୁବନେଶ୍ୱର: ପ୍ରତିଷ୍ଠା ଦିବସରେ ଶକ୍ତି ପ୍ରଦର୍ଶନ ପରେ ଏବେ ଅନ୍ତଃରାଷ୍ଟ୍ରୀୟ ଗଦ୍ଦାର ଦିବସ ପ୍ରସଙ୍ଗକୁ ନେଇ ମହାରାଷ୍ଟ୍ରରେ ଶିବସେନାର ଉଭୟ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗତବର୍ଷ ଆଜିର ଦିନରେ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ୪୦ ବିଧାୟକ ଉଦ୍ଧବଙ୍କ ବିରୋଧରେ ବିଦ୍ରୋହ କରିଥିଲେ।…

୨୨ ନୁହେଁ ୨୩ରେ କଳାହାଣ୍ଡି ଆସିବେ ବିଜେପି ରାଷ୍ଚ୍ରୀୟ ସଭାପତି ଜେ.ପି ନଡ୍ଡା

କଳାହାଣ୍ଡି: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କ ଓଡ଼ିଶା ଗସ୍ତ ଦିନକ ପାଇଁ ଘୁଞ୍ଚାଇ ଦିଆଯାଇଛି। ପ୍ରଥମେ ଏହି ଗସ୍ତ ଜୁନ୍ ୨୨ରେ ହେବାକୁ ଥିବା ବେଳେ ଏବେ ଜୁନ୍ ୨୩ ସ୍ଥିର ହୋଇଛି। ନଡ୍ଡା କଳାହାଣ୍ଡି ଜିଲ୍ଲା ଗସ୍ତ କରିବାର ଉଦ୍ଦେଶ୍ୟ ଦଳର 'ଜନସମ୍ପର୍କ ଅଭିଯାନ'। ମୋଦୀ…

‘ରାମ ନାମ’ ଛଡାଇ ନେଲା କଂଗ୍ରେସ, ବିଜେପି ଜପୁଛି ‘କୃଷ୍ଣ ନାମ’!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜେପି କଂଗ୍ରେସ ମଧ୍ୟରେ ରାଜନୀତି ସେତିକି ଜମୁଛି। ରାଜ୍ୟରେ କଂଗ୍ରେସ ରାମ ଓ ହନୁମାନଙ୍କ ପ୍ରସଙ୍ଗକୁ ନେଇ ଜୋରଦାର ପ୍ରଚାର ପ୍ରସାର ଚଳାଇଛି। ରାଜ୍ୟରେ ରାମ ବନପଥ ଗମନ ପାଇଁ କମଲନାଥ ସରକାର କିଭଳି କାମ କରିଥିଲେ ଓ ଆଗକୁ ଏ…

ବାହାନଗାର ବିକାଶ ପାଇଁ ବୈଷ୍ନବ ଦେଲେ ୨ କୋଟି

ବାଲେଶ୍ୱର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ବାହାନଗା ଗସ୍ତ କରିଛନ୍ତି। ଯେଉଁଠାରେ ନିକଟରେ କରମଣ୍ଡଳ ଟ୍ରେନ୍ ଦୁର୍ଘଟଣାର ଶିକାର ହେବାରୁ ଏଯାବତ ୨୯୨ ଜଣଙ୍କର ମୃତ୍ୟୁ ଘଟିଛି। ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମନ୍ତ୍ରୀ ବାହାନଗା ବଜାର ଗସ୍ତ କରି…

ବିରୋଧୀଙ୍କ ୨୪ ଫର୍ମୁଲା, ପ୍ରତ୍ୟେକ ବିଜେପି ପ୍ରାର୍ଥୀ ବିରୋଧରେ ଜଣେ ବିରୋଧୀ ପ୍ରାର୍ଥୀ !

ଭୁବନେଶ୍ୱର: ଆଉ ଦୁଇ ଦିନ ପରେ ବିହାରର ପାଟନାରେ ଏକାଠି ହେବେ ବିରୋଧୀ। ଆଗାମୀ ନିର୍ବାଚନ ପୂର୍ବରୁ ଏହା ବିରୋଧୀଙ୍କ ପାଇଁ ଏକ ବଡ଼ ଦିନ ବୋଲି ବିଚାର କରାଯାଉଛି। ବିଜେପିକୁ ସତ୍ତାରୁ ବାହାର କରିବା ପାଇଁ ବିରୋଧୀ ପାଟନା ବୈଠକରେ ରଣନୀତି ପ୍ରସ୍ତୁତ କରିବେ। ବିହାର ମୁଖ୍ୟମନ୍ତ୍ରୀ ନୀତିଶ…