ଭିଜିଲାନ୍ସ ଜାଲରେ କିରାଣି; ରଖିଥିଲେ ଆୟ ବହିର୍ଭୂତ ସମ୍ପତ୍ତି
ବାରିପଦା: ଭିଜିଲାନ୍ସ ଜାଲରେ ବାରିପଦା ଉପଜିଲ୍ଲାପାଳ କାର୍ଯ୍ୟାଳୟ କିରାଣି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଚଢାଉ କରିଛି ଭିଜିଲାନ୍ସ ଟିମ । କିରାଣୀ ଜଣଙ୍କ ହେଲେ ରାମଚନ୍ଦ୍ର ସେନ।। ସେ ଦୀର୍ଘ ଦିନ ଧରି ବାରିପଦା କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ କାର୍ଯ୍ୟକଳାପ…