ଜମୁଛି ରଜ ପର୍ବର ଆସର: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତ ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ରାଷ୍ଟ୍ରପତି ଶୁଭେଚ୍ଛା ଜଣାଇ ଲେଖିଛନ୍ତି…