ଗୁଜୁରାଟ ଉପକୂଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରିବାକୁ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଆରବସାଗରରେ ସୃଷ୍ଟି ବାତ୍ୟା ବିପର୍ଯ୍ୟୟ ଏବେ ଗୁଜୁରାଟ ମୁହାଁ। ଏଥିଲାଗି ହାଇଆଲର୍ଟ ଜାରି ରହିଛି। ଅସୁରକ୍ଷିତ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁଜୁରାଟ ସରକାରଙ୍କୁ କହିଛନ୍ତି। ଏଥିସହିତ ବିଦ୍ୟୁତ୍,…