ତିନି ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର, ଅରୁଣ ବୋଥ୍ରାଙ୍କୁ ?
ଭୁବନେଶ୍ୱର: ରାଜ୍ୟର ତିନି ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ସରକାର। ବୁଧବାର ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଦିଆଯାଇଛି।
ସିଆଇଡି-କ୍ରାଇମବ୍ରାଞ୍ଚର ଅତିରିକ୍ତ ଡିଜି ଅରୁଣ ବୋଥ୍ରା ଏବେ କ୍ୟାପିଟାଲ…