ମୃତକଙ୍କ ଆତ୍ମାର ସଦ୍ଗତି ନେଇ ଦିନିକିଆ ଶୋକ ପାଳିଲା ତାମିଲନାଡୁ
ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାର ମୃତକଙ୍କ ଆତ୍ମାର ସଦ୍ଗତି ନିମନ୍ତେ ଶନିବାର ସାରା ତାମିଲନାଡ଼ୁରେ ଦିନିକିଆ ଶୋକ ପାଳନ କରାଯାଇଛି । ଏନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍ କେ ଷ୍ଟାଲିନ୍ ସୂଚନା ଦେଇଛନ୍ତି । ଆଜି ତାମିଲନାଡୁରେ ହେବାକୁ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍.…