Latest Odisha News

BREAKING NEWS

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। କରଣ ସେବକଙ୍କ ବିଷୟରେ. ତଡଉ କରଣ ଙ୍କ ପରେ ଏବେ ଆଲୋଚିତ ହେବ ଦେଉଳ କରଣ ଙ୍କ ବିଷୟରେ। କରଣ ସେବକଙ୍କ ମଧ୍ୟରେ ଦେଉଳ କରଣ ମଧ୍ଯ ମହାନାୟକ ଶାଢ଼ୀ ବନ୍ଧା କରଣ ସେବକ ଓ ଏହି ସେବାଟି ବଂଶାନୁକ୍ରମିକ…

କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ପରେ ବାତିଲ ହେଲ ୧୧ ଟ୍ରେନ

ଭୁୁବନେଶ୍ୱର: ବାଲେଶ୍ୱରର  ବାହାନଗାରେ ବଡ ଧରଣର ଟ୍ରେନ ଦୁର୍ଘଟଣା । ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ୫୦ ବୋଲି କୁହାଯାଉଥିବାବେଳେ ଏହି ସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି । ୨୦୦ରୁ ଅଧିକ ଆହତ ହୋଇଛନ୍ତି । ଦୁଇ ଦୁଇଟି ଟ୍ରେନ ସମେତ ଏକ ମାଲବାହୀ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି ।…

ଇତିହାସରେ ବଡ଼ ଟ୍ରେନ୍ ଦୁର୍ଘଟଣା; ୨୦୧୭ରେ ହିରାଖଣ୍ଡ, ୨୦୨୩ରେ ଛାତି ଥରାଇଲା କରମଣ୍ଡଳ

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ଏବେ ସୁଦ୍ଧା ୫୦ ଜଣଙ୍କ ମୃତ୍ୟୁ ହୋଇଛି । ପ୍ରଥମେ ବାହାନଗାରେ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧) ମାଲଗାଡ଼ିକୁ ଧକ୍କା ଦେଇଥିଲା । ପରେ ବିପରୀତ ଦିଗରୁ ଆସୁଥିବା ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ (୧୨୮୬୪)…

୧୪ ବର୍ଷ ତଳ ଘଟଣାର ପୁନରାବୃତ୍ତି: ସେତେବେଳେ କରମଣ୍ଡଳ ନେଇଥିଲା ୧୬ ଜଣଙ୍କ ଜୀବନ

ଭୁବନେଶ୍ୱର: ପୁଣି ଥରେ ଦୀର୍ଘ ୧୪ ବର୍ଷ ପରେ ରେଲଟ୍ରାକ୍‌ରେ ଭୟଙ୍କର ଦୁର୍ଘଟଣାର ପୁନରାବୃତ୍ତି ଘଟିଛି । ୨୦୦୯ ମସିହା ଫେବୃୟାରୀ ୧୩ ତାରିଖରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ୧୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ୧୬୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ଘଟଣାଟି…

ଟ୍ରେନ୍ ଦୁର୍ଘଟଣାରେ ୫୦ରୁ ଅଧିକ ମୃତ ! କାଲି ଦୁର୍ଘଟଣାସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ, ରେଳମନ୍ତ୍ରୀ

ବାଲେଶ୍ୱର: ବାହାନଗାରେ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧) ଓ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ (୧୨୮୬୪) ଦୁର୍ଘଟଣାରେ ୫୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ୨୦୦ରୁ ଅଧିକ ଜଣ ଆହତ ହୋଇଥିବା ବେଳେ ଉଭୟ ଏକ୍ସପ୍ରେସର ଏକାଧିକ ବଗି କ୍ଷତିଗ୍ରସ୍ତ ହୋଇଛି…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ସେମିରେ ଲକ୍ଷ୍ୟ ସେନ

ବ୍ୟାଙ୍କକ: ଚଳିତ ଥାଇଲାଣ୍ଡ ଓପନ ବ୍ୟାଡମିଂଟନରେ ଭାରତର ଲକ୍ଷ୍ୟ ସେନ ଚମତ୍କାର ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି । ତେବେ ଉଦୀୟମାନ ଖେଳାଳି କିରଣ ଜର୍ଜଙ୍କ ଅଭିଯାନ କ୍ୱାର୍ଟର ଫାଇନାଲରେ ଶେଷ ହୋଇଛି । ୨୧ ବର୍ଷୀୟ ଲକ୍ଷ୍ୟ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ମାଲେସିଆର…

ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ୍ ସହ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ ଲାଇନଚ୍ୟୁତ୍, ୩୦ ମୃତ

ବାଲେଶ୍ୱର: ବାହାନଗାରେ ଘଟିଥିବା ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ । ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ବାହାନଗା…

ଆହତଙ୍କୁ ନେବାକୁ ଆମ୍ବୁଲାନ୍ସ ଅଭାବ, ବସରେ ଡାକ୍ତରଖାନା ନେବାକୁ ନିର୍ଦ୍ଦେଶ

ବାଲେଶ୍ୱର: ବାହାନଗା ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା ଅନୁସାରେ, ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି । ପ୍ରାୟ ୫୦ଟି ଆମ୍ବୁଲାନ୍ସ ଆହତଙ୍କୁ ମେଡିକାଲ୍ ନେବା ଲାଗି ନିୟୋଜିତ ହୋଇଛି ।…

ଦି କେରଳ ଷ୍ଟୋରୀ: କେଉଁଠାରୁ ଆଣିଥିଲେ ୩୨୦୦୦ ସଂଖ୍ୟା ତାର ପ୍ରମାଣ ଦେଲେ ମେକର୍ସ

ମୁମ୍ବାଇ: ଦି କେରଳ ଷ୍ଟୋରୀ ବକ୍ସ ଅଫିସରେ ଚମତ୍କାର ବ୍ୟବସାୟ କରିବା ପରେ ଶୁକ୍ରବାର ଏହାର ମେକର୍ସ ୩୨୦୦୦ ମହିଳାଙ୍କ ସମ୍ପର୍କରେ ଚାଂଚଲ୍ୟକର ଡାଟା ପ୍ରଦାନ କରିଛନ୍ତି । ଧର୍ମାନ୍ତରଣ କରି ଆଇଏସଆଇଏସରେ କିପରି କେରଳର ମହିଳାମାନଙ୍କୁ ସାମିଲ କରାଯାଇଥିଲା ତାହା ଏହି ଫିଲ୍ମର ବିଷୟବସ୍ତୁ…

ସୋସିଆଲ ମିଡ଼ିଆରେ ଲୋକପ୍ରିୟ ପାଇଁ ଯୁବକ ଖାଇଲେ ବିଷାକ୍ତ ମାଛ: କ’ଣ ହେଲା ଜାଣନ୍ତୁ

ଜାପାନ୍‌: ଆଜିକାଲି ଅନେକ ଯୁବପିଢୀ ସୋସିଆଲ ମିଡ଼ିଆରେ ଲୋକପ୍ରିୟ ହେବା ପାଇଁ କୌଣସି ବି କାମ କରିବାକୁ ପଛାଉ ନାହାନ୍ତି । ଏମିତି କି କିଛି ପିଲା ନିଜ ଜୀବନକୁ ବାଜି ଲଗାଇ ମଧ୍ୟ ଭିଡ଼ିଓ ବନାଉଛନ୍ତି । ଏବେ ଜାପାନର ଜଣେ ଯୁବକ ସୋସିଆଲ ମିଡ଼ିଆରେ ଲୋକପ୍ରିୟ ହେବା ପାଇଁ ବିଷାକ୍ତ ମାଛ ଖାଇ ନିଜ…