କୁକୁରକୁ ମିଳିଲା ଚାକିରି : ମାସକୁ ଦରମା ୩୫ ହଜାର
ଚୀନ: କେବଳ ମଣିଷମାନେ ଚାକିରି କରୁଥିବା ସମସ୍ତେ ଜାଣିଛନ୍ତି । ବିଜ୍ଞାନ ଏବଂ ବୈଷୟିକ ଜ୍ଞାନକୌଶଳର ବୃଦ୍ଧି ପରେ ଏବେ ରୋବଟ ପେଟ୍ରୋଲ ପମ୍ପ ହେଉ ବା ରେଷ୍ଟୁରାଣ୍ଟରେ କାମ କରୁଛନ୍ତି । କିନ୍ତୁ କମ୍ପାନୀରେ କୁକୁର ଚାକିରି କରିବା ଶୁଣିଛନ୍ତି ? ଚୀନ୍ର ଏକ କମ୍ପାନୀ କୁକୁରକୁ ନିଯୁକ୍ତି ଦେବା…