ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ନୂଆଦିଲ୍ଲୀ: ନୂଆ ସଂସଦ ଭବନ ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେପି ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ନେଇ ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ସମ୍ପୃକ୍ତ ରାଜ୍ୟରେ ଚାଲିଥିବା ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଉପରେ…