Latest Odisha News

BREAKING NEWS

ସୋଆରେ ରାଜ୍ୟସ୍ତରୀୟ ଏନ୍‌ଏସ୍‌ଏସ୍ କଲ୍‌ଚରାଲ୍ ଫେଷ୍ଟ ଉଦ୍‌ଯାପିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ତିନି ଦିନ ଧରି ଚାଲିଥିବା ଏନ୍‌ଏସ୍‌ଏସ୍‌ର ରାଜ୍ୟସ୍ତରୀୟ କଲ୍‌ଚରାଲ୍ ଫେଷ୍ଟ କାର୍ଯ୍ୟକ୍ରମ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା…

ନୂଆପଡ଼ା ଜିଲ୍ଲାର ଚାରୋଟି ବ୍ଲକରେ ରବି ଧାନ ମଣ୍ଡି ଆରମ୍ଭ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଆଜି ଠାରୁ ରବି ଧାନ କ୍ରୟ ପାଇଁ ମଣ୍ଡି ଉଦଘାଟିତ ହୋଇଯାଇଛି । ଖଡ଼ିଆଳ, ସିନାପାଲି, କୋମନା ଓ ବୋଡେନ ବ୍ଲକରେ ମଣ୍ଡି ଖୋଲିଥିବା ବେଳେ ନୂଆପଡ଼ା ବ୍ଲକରେ ଆରମ୍ଭ ହୋଇନାହିଁ । ଜିଲ୍ଳାରେ ମୋଟ ୨୬ ପାକ୍ସ ଅଧୀନରେ ୩୪ଟି ମଣ୍ଡି ଖୋଲିବାକୁ ଥିବା ବେଳେ ୮ ହଜାର ୫୩୪…

ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା, ଜୁନରେ ନିଅଣ୍ଟିଆ

ନୂଆଦିଲ୍ଲୀ: ଆଗାମୀ ମୌସୁମୀ ଋତୁରେ ସ୍ୱାଭାବିକ ବର୍ଷା ହେବ । ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଏ ଆକଳନ କରିଛି । ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାମାନ୍ୟ ବିଳମ୍ବରେ ଜୁନ୍ ୪ ତାରିଖରେ କେରଳ ଛୁଇଁବ ବୋଲି କହିଛି ପାଣିପାଗ ବିଭାଗ । ମୌସୁମୀ ଋତୁରେ ଦେଶରେ ୯୬ ପ୍ରତିଶତ…

ସବ ଜୁନିୟର ହକି ଚାମ୍ପିୟନଶିପ: ସେମିରେ ଟାଇଟଲ ଫେଭରାଇଟ ଓଡିଶା

ରାଉରକେଲା: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ହକି ଇଣ୍ଡିଆ ସବ ଜୁନିୟର ଜାତୀୟ ଚାମ୍ପିୟନଶିପର ଟାଇଟଲ ଫେଭରାଇଟ ବିବେଚନା କରାଯାଉଥିବା ଓଡିଶା ପ୍ରଭାବୀ ପ୍ରଦର୍ଶନ ଜାରୀ ରଖିଛି । ଓଡିଶା ୭-୦ ଗୋଲରେ ଦାଦ୍ରା ଆଣ୍ଡ ନଗର ହାଭେଳିକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ।…

କର୍ଣ୍ଣାଟକରେ ସଫଳ ହେଲା ୪୦ ଏବେ ମଧ୍ୟପ୍ରଦେଶରେ ୪୦୦ ଫର୍ମୁଲା

ଭୁବନେଶ୍ୱର: ମଧ୍ୟପ୍ରଦେଶରେ କଂଗ୍ରେସର ବଡ଼ ପ୍ଲାନ। ପୂର୍ବରୁ ପାରମ୍ପରିକ ଢଙ୍ଗରେ ନିର୍ବାଚନ ଲଢ଼ୁଥିବା କଂଗ୍ରେସ ଏବେ ଷ୍ଟ୍ରାଟେଜିରେ ବହୁ ଆଗରେ ରହୁଥିବା ଦେଖିବାକୁ ମିଳୁଛି। ଏପରିକି କର୍ଣ୍ଣାଟକରେ କଂଗ୍ରେସ ୧୩୫ ସିଟ ଜିତିଥିବା ବେଳେ ଏ ନେଇ ଦଳର ରଣାନୀତିକାର ଆଗରୁ ଆକଳନ କରିସାରିଥିବା…

କର୍ଣ୍ଣାଟକରୁ ବିଜେପି ଗଲା, ଏବେ କଂଗ୍ରେସ ହଟାଉଛି ସବୁ ଯୋଜନା

ଭୁବନେଶ୍ୱର: କର୍ଣ୍ଣାଟକରେ ଗୋଟିଏ ପରେ ଗୋଟିଏ ମାଷ୍ଟରଷ୍ଟ୍ରୋକ ଖେଳିଚାଲିଛି କଂଗ୍ରେସ। ନିର୍ବାଚନରେ ଐତିହାସିକ ସଫଳତା ଓ ପୂର୍ଣ୍ଣ ବହୁମତ ନେଇ ସରକାର ଗଢ଼ିବା ପରେ ଏବେ ବିଜେପିର ଯୋଜନା ଉପରେ ପ୍ରହାର ଆରମ୍ଭ କରିଛି ଦଳ। କର୍ଣ୍ଣାଟକରେ ପୂର୍ବ ବିଜେପି ସରକାର ଦ୍ୱାରା କରାଯାଉଥିବା ୨୦ ହଜାର…

ମୋଦିଙ୍କ ଶାସନର ୯ ବର୍ଷ, କଂଗ୍ରେସର ୯ ପ୍ରଶ୍ନ

ଭୁବନେଶ୍ୱର: ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ନଅ ବର୍ଷ ପୂର୍ତ୍ତି ପାଇଁ ବିଜେପି ଦେଶବ୍ୟାପୀ ପ୍ରଚାର ପ୍ରସାର କରିବାକୁ ବଡ଼ ଯୋଜନା କରିଛି। ମୋଦିଙ୍କ ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟକୁ ନେଇ ଦେଶବ୍ୟାପୀ ବିଜେପି ପକ୍ଷରୁ ଜନସମ୍ପର୍କ ଅଭିଯାନ କରାଯିବ। ମେ ୩୦…

ଆସନ୍ତୁ ଜାଣିବା କେଉଁ କଳାକାର ଆଇପିଏଲ ଉଦଯାପନୀ ଉତ୍ସବରେ ପରିବେଷଣ କରିବେ

ଅହମ୍ମଦାବାଦ: ଆଇପିଏଲ ୨୦୨୩ ସଂସ୍କରଣ ଅନ୍ତିମ ପଯ୍ୟାୟରେ ପଂହଚିସାରିଛି । ମେ ୨୮ରେ ଅହମ୍ମଦାବାଦରେ ଫାଇନାଲ ମ୍ୟାଚ ଖେଳାଯିବ । ଇତି ମଧ୍ୟରେ ବିସିସିଆଇ ଓ ଆୟୋଜକ କମିଟି ଫାଇନାଲ ପୂର୍ବରୁ ହେବାକୁ ଥିବା ଉଦଯାପନୀ ଉତ୍ସବରେ କେଉଁମାନେ ପରିବେଷଣ କରିବେ ତାହା ଘୋଷଣା କରାଯାଇଛି । ର‌୍ୟାପର…

ମାଲେସିଆ ମାଷ୍ଟର୍ସ ବ୍ୟାଡମିଂଟନ: କ୍ୱାର୍ଟରରେ ସିନ୍ଧୁ, ପ୍ରଣୟ

ନୂଆଦିଲ୍ଲୀ: ମାଲେସିଆ ମାଷ୍ଟର୍ସ ବ୍ୟାଡମିଂଟନରେ ଭାରତୀୟ ଖେଳାଳିମାନେ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛନ୍ତି । ପିଭି ସିନ୍ଧୁ, ଏଚଏସ ପ୍ରଣୟ ଓ କିଦାମ୍ବି ଶ୍ରୀକାନ୍ତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ମହିଳା ସିଙ୍ଗଲ୍ସରେ ସିନ୍ଧୁ ଜାପାନର ଆୟା ଓହେରୀଙ୍କୁ ୨୧-୧୬,…

ନିଆରା ପ୍ରେମ: କପାଳରେ ଟାଟୁ କଲେ ସ୍ୱାମୀଙ୍କ ନାଁ

ବେଙ୍ଗାଲୁରୁ: ଆପଣ ନିଜର ‘ବେଟରହାପ୍‌’କୁ କେତେ ଭଲ ପାଆନ୍ତି ଓ କେତେ ଗୁରୁତ୍ୱ ଦିଅନ୍ତି ସେ କଥା ହୁଏତ ମୌଖିକ ଭାବେ ପ୍ରକାଶ କରିଥାନ୍ତି । କିନ୍ତୁ ବେଙ୍ଗାଲୁରର ଏମିତି ଜଣେ ମହିଳା ଅଛନ୍ତି, ଯିଏ ନିଜର ବେଟରହାପ୍‌କୁ କେତେ ଭଲ ପାଆନ୍ତି, ତାକୁ ଭିନ୍ନ ରୂପରେ ସମସ୍ତଙ୍କୁ ଜଣାଇଥାନ୍ତି ।…