ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଓଡ଼ିଶା ଫେରିଲେ ରାଜ୍ୟପାଳ
ଭୁବନେଶ୍ୱର: ରାଜ୍ୟପାଳ ଗଣେଶୀ ଲାଲ ବର୍ତ୍ତମାନ ନିଜ ରାଜ୍ୟ ହରିୟାଣା ଗସ୍ତରେଥିବା ବେଳେ ଦିନକ ପାଇଁ ସ୍ୱତନ୍ତ୍ର ଭାବେ ଭୁବନେଶ୍ୱର ଫେରିଛନ୍ତି। ପୁରୀରୁ ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ ସେ ଫେରିଛନ୍ତି। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…