ରାଜସ୍ଥାନ ବିପକ୍ଷରେ ବାଙ୍ଗାଲୋରର ବୃହତ ବିଜୟ
ଜୟପୁର: ଚଳିତ ଆଇପିଏଲରେ ରବିବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୧୨ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ୨୦ ଓଭରରେ ୫ ୱିକେଟ ହରାଇ ୧୭୧ ରନ କରିଥିଲା । ଫାପ ଡୁପ୍ଲେସି ୫୫ ଓ ଗ୍ଲେନ ମ୍ୟାକ୍ସୱେଲ ୫୪ ରନ କରିଥିଲେ ।…