ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ଯାଜପୁର ଜିଲ୍ଲାର ଉପସଭାନେତ୍ରୀ
ଭୁବନେଶ୍ୱର: କଂଗ୍ରେସ ଦଳର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଯାଜପୁର ଜିଲ୍ଲା ବିଜୁ ମହିଳା ଜନତା ଦଳର ଉପସଭାନେତ୍ରୀ ଶ୍ରୀମତୀ ଆରତୀ ଦେଓଙ୍କ ସମେତ ବହୁ ବିଜେଡ଼ି କର୍ମୀ ଆଜି ବିଜେଡ଼ି ଛାଡ଼ି କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ଭୁବନେଶ୍ୱର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ…