Latest Odisha News

BREAKING NEWS

ନିଶ୍ଚିତ ବିଜୟ, ବ୍ୟବଧାନ କେତେ ?

ଭୁବନେଶ୍ୱର: ଆଉ କେଇ ଘଣ୍ଟା ପରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହେବ। ନିର୍ବାଚନ ଫଳାଫଳକୁ ରାଜ୍ୟର ତିନି ପ୍ରମୁଖ ଦଳ ଅପେକ୍ଷା କରିଥିବା ବେଳେ ନାନା ପ୍ରକାରର ଚର୍ଚ୍ଚା ଓ ଆକଳନ ହେଉଛି। ବିଜେଡି ବହୁ ଭୋଟ ବ୍ୟବଧାନରେ ଜିତିବ ବୋଲି ବିଜେଡି ନେତାମାନେ ଦୃଢୋକ୍ତି ପ୍ରକାଶ…

ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌ର ନର୍ସମାନଙ୍କ ସେବା ଅତୁଳନୀୟ: ଶାଶ୍ୱତୀ ଦାସ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌କୁ ଆସୁଥିବା ସଂକ୍ରମିତମାନଙ୍କର ସେବା, ଯତ୍ନ ଓ ଚିକିତ୍ସା କରିବା କ୍ଷେତ୍ରରେ ନର୍ସମାନଙ୍କର ଭୂମିକା ଅତୁଳନୀୟ ଥିଲା । କୋଭିଡ ସମୟରେ ହିଁ ସେମାନଙ୍କର ଦକ୍ଷତା ପ୍ରତିପାଦିତ ହୋଇଥିଲା ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର…

ରିଲିଜ୍ ହେଲା ଓଡ଼ିଆ ଫିଲ୍ମ ‘ଫାଲଗୁନ ଚୈତ୍ର’

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ‘ଫାଲଗୁନ ଚୈତ୍ର’ ଶୁକ୍ରବାର ରିଲିଜ୍ ହୋଇଯାଇଛି । ଏହି ଫିଲ୍ମ ଓଡ଼ିଶା ବ୍ୟତୀତ ଅଷ୍ଟ୍ରେଲିଆ, ଜର୍ମାନୀ ଓ ମାଲେସିଆ ଆଦି ଦେଶରେ ବି ଏହା ରିଲିଜ୍ ହେଉଛି । ଏହା ଏକ ମୌଳିକ କାହାଣୀ ଉପରେ ଆଧାରିତ ସିନେମା ହୋଇଥିବାରୁ ଦର୍ଶକ ଖୁବ୍ ପସନ୍ଦ କରିଛନ୍ତି । ଏହି ଫିଲ୍ମରେ…

ସ୍ୱର୍ଣ୍ଣ ପଦକ ବିଜୟିନୀ କୁମାରୀ ଶ୍ଵେତା ରାଣୀ ମହନ୍ତଙ୍କୁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ସମ୍ବର୍ଦ୍ଧନା

ବଡ଼ବିଲ: ଯୋଡା-ବଡ଼ବିଲ ଅଞ୍ଚଳର ଉଦୟମନ କ୍ରୀଡ଼ା ପ୍ରତିଭା କୁମାରୀ ଶ୍ଵେତା ରାଣୀ ମହନ୍ତଙ୍କୁ, “ମସ୍କୋ ଉଷୁ ଷ୍ଟାର୍ସ ୨୦୨୩ ଆନ୍ତର୍ଜାତୀୟ ଟୁର୍ନାମେଣ୍ଟ”ରେ ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପ୍ଲାଣ୍ଟ ସ୍ଥିତ ଅଡିଟୋରିଅମରେ ଆଜି ସମ୍ବର୍ଦ୍ଧିତ କରିଛନ୍ତି ଜେଏସପି ପେଲେଟ୍ ପ୍ଲାଣ୍ଟ ୟୁନିଟ୍…

ରାଜନୀତି ଛାଡିବେ କି ମୋଦି ?

ଭୁବନେଶ୍ୱର: ପୂର୍ବତନ ବିଜେପି ନେତା ତଥା କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ସେଟ୍ଟାର ସିଧାସଳଖ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଦଳକୁ କର୍ଣ୍ଣାଟକରେ ସମୃଦ୍ଧ କରିବା ସହ ଦଳ ପ୍ରତି ତାଙ୍କର ବିଶେଷ ଅବଦାନ ରହିଛି। କିନ୍ତୁ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ନ ଦେଇ…

ଅନଲାଇନରେ ସିଟ୍ ବେଲ୍ଟ ଆଲାରାମ ଷ୍ଟପର୍ କ୍ଲିପ୍ ବିକ୍ରି, ଆମାଜନ ଭଳି ସଂସ୍ଥା ବିରୋଧରେ କେନ୍ଦ୍ରର କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଗ୍ରାହକ ସୁରକ୍ଷା ଆଇନ, ୨୦୧୯ ର ଉଲ୍ଲଂଘନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ) କାର ସିଟ୍ ବେଲ୍ଟ ଆଲାରାମ ଷ୍ଟପର୍ କ୍ଲିପ୍ ବିକ୍ରୟ କରୁଥିବାରୁ ଟପ୍ ପାଞ୍ଚଟି ଇ-କମର୍ସ ପ୍ଲାଟଫର୍ମକୁ ନିର୍ଦ୍ଦେଶ ଜାରି କରିଛି। ଏହି କ୍ଲିପ୍ ଗୁଡିକ ସିଟ୍ ବେଲ୍ଟ…

ଫେଲ ମାରିବ କି ବିଜେପିର ମିଶନ ଦକ୍ଷିଣ?

ଭୁବନେଶ୍ୱର: କାହିଁକି କର୍ଣ୍ଣାଟକ ଫଳାଫଳ ବିଜେପି ଓ କଂଗ୍ରେସ ପାଇଁ ଏତେ ଗୁରୁତ୍ୱପୂର୍ଣ୍ଣ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଆଗକୁ ଦେଶର ସାଧାରଣ ନିର୍ବାଚନ ଥିବାବେଳେ ବିଜେପି ତୃତୀୟ ଥର ପାଇଁ ଦେଶରେ ଶାସନକୁ ଆସିବାକୁ ଚାହୁଁଛି। କିନ୍ତୁ କଂଗ୍ରେସ ଓ ଅନ୍ୟ ବିରୋଧୀମାନେ ଏକାଠି ହୋଇ…

ସିବିଏସ୍ଇ ରେଜଲ୍ଟରେ କିଟ୍ ଇଣ୍ଟରନ୍ୟାସାନାଲ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥିରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଦ୍ୱାଦଶ ଶ୍ରେଣୀ ସ୍କୁଲ୍‍ର ଛାତ୍ରୀ…

ବିରୋଧୀ ଏକତା ପାଇଁ ବିଭିନ୍ନ ନେତାଙ୍କୁ ଭେଟୁଛନ୍ତି ନୀତୀଶ କୁମାର, ଦୋଛକିରେ କଂଗ୍ରେସ?

ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳକୁ ଏକାଠି କରି ଗୋଟିଏ ମଞ୍ଚକୁ ଆଣିବାକୁ ପ୍ରସ୍ତୁତି ଚଳାଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର। ତେବେ ଯେଉଁସବୁ ଆଞ୍ଚଳିକ ଦଳ ଏକାଠି ଏକାଠି ହେବାକୁ ଚେଷ୍ଟା କରୁଛନ୍ତି ସେଥିରେ କଂଗ୍ରେସ ରହିବ ନା…

ଚାକିରି ଛାଡି କେଶରେ ଧ୍ୟାନ ଦେଲେ ଯୁବତୀ, ରୋଜଗାର କଲେ କୋଟି କୋଟି ଟଙ୍କା

ନ୍ୟୁୟର୍କ : ସମସ୍ତଙ୍କର କିଛି ନା କିଛ ରୁଚି ଅଛି । ଆଉ କିଛି ଲୋକ ନିଜର ରୁଚିକୁ ନେଇ ଲୋକପ୍ରିୟ ହେବା ସହ ଭଲ ରୋଜଗାର ବି କରିଥାନ୍ତି । ନ୍ୟୁୟର୍କରେ ରହୁଥିବା ଜଣେ ଯୁବତୀ ନିଜ ରୁଚିକୁ ନେଇ ସେ ଭଲ ରୋଜଗାର କରିବା ସହ ବେଶ୍ ଲୋକପ୍ରିୟ ହୋଇପାରିଛନ୍ତି । ନ୍ୟୁୟର୍କରେ ରୁହନ୍ତି ଜସ୍ମିନ୍…