କର୍ଣ୍ଣାଟକରେ ଝୁଲାଇବ ଜେଡିଏସ
ଭୁବନେଶ୍ୱର: ରାତି ପାହିଲେ କର୍ଣ୍ଣାଟକ ନିର୍ବାଚନ ଭୋଟ ଗଣତି ଆରମ୍ଭ ହେବ। କର୍ଣ୍ଣାଟକ ମହାସଂଗ୍ରାମର ମହାଫଳ ପ୍ରକାଶ ପାଇବ। କିନ୍ତୁ ଏହା ପୂର୍ବରୁ ସରକାର ଗଢ଼ିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି।
ବିଭିନ୍ନ ଏକଜିଟ ପୋଲ ଭିନ୍ନ ଭିନ୍ନ କଥା କହୁଥିବା ହେଲେ ଝୁଲା ବିଧାନସଭାକୁ ଏଡାଇ…