ଅଲ କାଦିରା ଟ୍ରଷ୍ଟ ମାମଲାରେ ଇମ୍ରାନ ଖାନଙ୍କୁ ଜାମିନ୍, ପାକ ପ୍ରଧାନମନ୍ତ୍ରୀଙ୍କ କ୍ୟାବିନେଟ ମିଟିଂ
ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନ ଶୁକ୍ରବାର ଇସଲାମାବାଦ ହାଇକୋର୍ଟରୁ ଜାମିନ ପାଇଛନ୍ତି। ଅଲ-କାଦିର ଟ୍ରଷ୍ଟ ମାମଲାରେ ହାଇକୋର୍ଟ ତାଙ୍କୁ ଦୁଇ ସପ୍ତାହ ଜାମିନ ପ୍ରଦାନ କରିଛନ୍ତି। ଏଥିସହ କୋର୍ଟ କହିଛନ୍ତି ଯେ ଇମ୍ରାନ ଖାନଙ୍କୁ କୌଣସି…