Latest Odisha News

BREAKING NEWS

ଭୀଷଣ ବାତ୍ୟାରେ ପରିଣତ ହେଲା ‘ମୋକା’, ଉପକୂଳ ଛୁଇଁବା ବେଳେ ୧୬୦ କିମି ବେଗରେ ପବନ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋକା’ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ବିଗତ ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ବାତ୍ୟା ଗତି କରୁଥିବା ବେଳେ ଏବେ ପୋର୍ଟ ବ୍ଲେଆର ଠାରୁ ପଶ୍ଚିମରେ ୫୨୦ କିଲୋମଟର ଦୂରରେ ରହିଛି । ସେହିଭଳି ବାତ୍ୟା…

‘ରାଜସ୍ଥାନ ରାଜନୀତି’, ପାଇଲଟଙ୍କ କଂଗ୍ରେସ ହଟାଓ ଅଭିଯାନ ଆରମ୍ଭ !

ଭୁବନେଶ୍ୱର: ରାଜସ୍ଥାନରେ କଂଗ୍ରେସ କନ୍ଦଳ ଦାଣ୍ଡରେ ପଡି ହାଟରେ ଗଡୁଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହାକୁ ନେଇ କଂଗ୍ରେସକୁ ସମାଲୋଚନା କରିଛନ୍ତି। ରାଜସ୍ଥାନ ଗସ୍ତରେ ଯାଇଥିବା ମୋଦି କଂଗ୍ରେସ ନେତା ମୁଖ୍ୟମନ୍ତ୍ରୀ ଚଉକି ପାଇଁ ଏତେ ବ୍ୟସ୍ତ ଯେ ରାଜସ୍ଥାନର ବିକାଶକୁ ଅଣଦେଖା…

କର୍ଣ୍ଣାଟକରେ ରେକର୍ଡ ମତଦାନ ,ଅଧିକ ଭୋଟ କଂଗ୍ରେସକୁ ନା ବିଜେପିକୁ?

ଭୁବନେଶ୍ୱର: ଆଉ ଗୋଟିଏ ଦିନ ପରେ ଅର୍ଥାତ ଆସନ୍ତା ୧୩ ତାରିଖରେ କର୍ଣ୍ଣାଟକ ନିର୍ବାଚନ ପାଇଁ ଭୋଟ ଗଣତି ହେବ। ତେଣୁ ନିର୍ବାଚନର ପ୍ରକୃତ ଫଳାଫଳ ଉପରେ ସମସ୍ତଙ୍କର ନଜର ରହିଛି। ଏଭଳି ସ୍ଥିତିରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ ପୋଲରେ ଭିନ୍ନ ଭିନ୍ନ ମତ ଆସୁଛି। ପ୍ରାୟ ମତ…

ଭରସାଯୋଗ୍ୟ ବିଜୁଳି ଯୋଗାଣ ପାଇଁ ଟିପିଏସ୍ଓଡିଏଲ୍ ପକ୍ଷରୁ ଭ୍ରାମ୍ୟମାଣ ସବଷ୍ଟେସନ ମୁତୟନ

ବ୍ରହ୍ମପୁର: ଗ୍ରାହକମାନଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣକୁ ନିଶ୍ଚିତ କରିବା ଲାଗି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଏହାର ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବଷ୍ଟେସନ ମୁତୟନ କରାଯାଇଛି । ଏହା ଫଳରେ ବିଭ୍ରାଟ ସମୟରେ ବିଜୁଳି ଯୋଗାଣ ସୁଗମ…

ଦେବୀ ନଦୀରେ ଗାଧୋଇବା ବେଳେ ଭାସିଗଲେ ୩ ସାଙ୍ଗ

ଜଗତସିଂହପୁର: ଦେବୀ ନଦୀରେ ଅଘଟଣ । ଗାଧୋଇବା ବେଳେ ଭାସି ଗଲେ ୩ ଜଣ ସାଙ୍ଗ । ନାଉଗାଁ ବ୍ଲକ ବଛାଳ ସ୍ଥିତ ଦେବୀ ନଦୀରେ ଗାଧୋଇବା ବେଳେ ତିନି ଜଣ ସାଙ୍ଗ ଭାସି ଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣଙ୍କ ମୃତଦେହ ମିଳିଛି । ଆଜି ମଧ୍ୟାହ୍ନରେ ବଛାଳ ଗାଁର ଶାନ୍ତନୁ ନାୟକ,…

ରାସ୍ତା ତଳକୁ ଖସି ପଡିଲା ଟ୍ରାକ୍ଟର; ତଳେ ଚାପି ହୋଇଗଲେ ଦୁଇ ଭାଇ

ରାୟଗଡା: ରାୟଗଡା ଜିଲ୍ଲା ଗୁଡାରି ଥାନା ମଶାରିଗୁଡା ନିକଟରେ ଘଟିଛି  ଦୁର୍ଘଟଣା ।   ବିଦ୍ୟୁତ୍ ଖୁଣ୍ଟ ବୋଝେଇ ଏକ ଟ୍ରାକ୍ଟର  ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡିଛି ।  ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି ।  ମୃତକ ଦୁଇଜଣ ସଂମ୍ପର୍କୀୟ ଦୁଇ ଭାଇ ବୋଲି…

ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ଏସଆରସିଙ୍କ ବୈଠକ, ଟ୍ୟାଙ୍କର ମାଧ୍ୟମରେ ଜଳ ଯୋଗାଣ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସମୀକ୍ଷା ବୈଠକ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪ରୁ ୫ ଦିନ ଯାଏ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରଭାହ ଅନୁଭୂତ ହେବ । ପୂର୍ବାନୁମାନ ଅନୁସାରେ, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର,…

ମୋଦିଙ୍କୁ ଭେଟିଲେ, ଆଗାମୀ ନିର୍ବାଚନ ଏକାକୀ ଲଢିବୁ ବୋଲି କହିଲେ ନବୀନ

ନୂଆଦିଲ୍ଲୀ: ପ୍ରତୀକ୍ଷାର ଅନ୍ତ ହେଲା କିନ୍ତୁ ସଂଶୟ ଦୂର ହେଲାନି ।  ମୋଦିଙ୍କୁ ଭେଟିଲେ ନବୀନ । କିନ୍ତୁି ତୃତୀୟ ସାମ୍ମୁଖ୍ୟ ନେଇ କିଛି କହିଲେନି । ଆଜି ନୂଆ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ନିଜ ପ୍ରତିକ୍ରିୟାରେ ଅନେକ କିଛି…

ଚଳନ୍ତା କାରରେ ବିଧବାଙ୍କୁ ଦୁଷ୍କର୍ମ ମାମଲା, ୩ ଜଣଙ୍କୁ ୨୦ ବର୍ଷ ଲେଖାଏ ଜେଲ୍

ସୁନ୍ଦରଗଡ଼: ୮ ବର୍ଷ ତଳର ଏକ ଦୁଷ୍କର୍ମ ମାମଲାରେ ସୁନ୍ଦରଗଡ଼ର କୋର୍ଟ ରାୟ ଶୁଣାଇଛନ୍ତି । ୩ ଅଭିଯୁକ୍ତଙ୍କୁ କୋର୍ଟ ୨୦ ବର୍ଷ ଲେଖାଏ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଚଳନ୍ତା କାରରେ ବିଧବା ମହିଳାଙ୍କୁ ଦୁଷ୍କର୍ମ ମାମଲାରେ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହ ଅଭିଯୁକ୍ତଙ୍କୁ ୫ ହଜାର ଲେଖାଏ…

ରିଲିଜର ୬ ଦିନ ପରେ ଶିବ ତାଣ୍ଡବ ପଢିଲେ ‘ଦ କେରଳ ଷ୍ଟୋରି’ର ଫାତିମା

ନୂଆଦିଲ୍ଲୀ:ବଲିଉଡ ଅଭିନେତ୍ରୀ ଅଦା ଶର୍ମାଙ୍କ ଫିଲ୍ମ ‘ଦ କେରଲା ଷ୍ଟୋରି’ ପୁରା ଦେଶରେ ଏବେ ଚର୍ଚ୍ଚାରେ ରହିଛି । ଏହି ଫଲ୍ମ ଗତ ସପ୍ତାହରେ ସିନେମା ହଲରେ ରିଲିଜ ହୋଇଥିଲା । ଫିଲ୍ମକୁ ଦର୍ଶକଙ୍କ ପ୍ରଶଂସା ବେଶ  ସାଉଁଟିଛି । ଫିଲ୍ମରେ ଅଦା ଶର୍ମାଙ୍କ ଆକ୍ଟିଂକୁ ବି ବେଶ ପ୍ରଶଂସା…