ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ
ଭୁବନେଶ୍ୱର: ବୁଧବାର ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ପହଁଚିବା ପରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଥିବା ଜଣାପଡ଼ିଛି। ଏହି ଗସ୍ତ ସମୟରେ ରାଜ୍ୟର ସଂପର୍କିତ…