Latest Odisha News

BREAKING NEWS

ଅନୀଲ ଶର୍ମାଙ୍କ ଘୋଷଣା, ଗଦର ୨ ପୂର୍ବ ନିର୍ଦ୍ଧାରିତ ତାରିଖରେ ହେବ ରିଲିଜ

ମୁମ୍ବାଇ: ସନୀ ଦେଓଲଙ୍କ ସୁପରହିଟ ଫିଲ୍ମ ଗଦରର ସିକ୍ୱେଲର ରିଲିଜ ତାରିଖରେ କୌଣସି ପରିବର୍ତନ ହେବ ନାହିଁ ବୋଲି ମେକର୍ସଙ୍କ ପକ୍ଷରୁ କୁହାଯାଇଛି । ଅନୀଲ ଶର୍ମା କହିଛନ୍ତି ଯିଏ ଯେଉଁ ଫିଲ୍ମ ରିଲିଜ କରିବା କଥା କରୁ ମାତ୍ର ଗଦର ୨ରେ କୌଣସି ପରିବର୍ତନ ହେବନି । ଏହା ୧୧ ଅଗଷ୍ଟରେ ରିଲିଜ ହେବ ।…

ଉପନିର୍ବାଚନ ସଂକେତ, ରାଜସ୍ଥାନରେ ହାରିବ ହାତ!

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ପ୍ରଚାର ସରିବା ପରେ ଏବେ ବିଜେପି ଫୋକସରେ ରାଜସ୍ଥାନ। କଂଗ୍ରେସର ଗେହଲଟ ପାଇଲଟ ଲଢେଇ ମଧ୍ୟରେ ବିଜେପି ରାଜସ୍ଥାନରେ ଫାଇଦା ନେବାକୁ ଯୋଜନା ଆରମ୍ଭ କରିଥିବା କୁହାଯାଉଛି। ଏହି କ୍ରମରେ ମେ ୧୦ ତାରିଖ ଅର୍ଥାତ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଶ୍ରୀମନ୍ଦିର ରତ୍ନ ଭଣ୍ଡାରକୁ ନେଇ ସରକାରଙ୍କୁ ଘେରିଲା ବିଜେପି, କହିଲା ‘୫ ବର୍ଷରେ ବି ହୋଇନି ଗୋଟିଏ…

ଭୁବନେଶ୍ୱର: ପୁଣି ତାଜା ହୋଇଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମାମଲା । ବିରୋଧୀ ବିଜେପି କହିଛି, ରତ୍ନ ଭଣ୍ଡାର ଚାବି ହଜିବା ଓଡ଼ିଶା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ସରକାରଙ୍କ ନଜରକୁ ଆସିଥିଲା ୨୦୧୮ରେ । ସେବେଠାରୁ ଓଡିଶାର…

‘ନୀତିଶ କୁମାର’, ନିଜେ ଯୋଡୁଛନ୍ତି କିନ୍ତୁ ନିଜର ଭାଙ୍ଗୁଛି

ଭୁବନେଶ୍ୱର: ଗୋଟିଏ ପଟେ ବିରୋଧୀଙ୍କୁ ଯୋଡିବାରେ ଲାଗିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସାରା ଦେଶର ବିଭିନ୍ନ ଅଣବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀ ଦଳ ଗୁଡ଼ିକର ମୁଖିଆଙ୍କୁ ଭେଟୁଛନ୍ତି। ପାଟନାରେ ବିରୋଧୀଙ୍କ ମହାମେଳି ପାଇଁ ପ୍ରସ୍ତୁତି ଜୋରଦାର କରୁଛନ୍ତି।…

ମଧ୍ୟପ୍ରଦେଶ ବିଜେପିକୁ କଂଗ୍ରେସ ଡର!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଏବେ କଂଗ୍ରେସ ବିଜେପି ମୁହାଁମୁହିଁ ସ୍ଥିତିକୁ ଆସି ଯାଇଛନ୍ତି। ଗତ ନିର୍ବାଚନରେ କଂଗ୍ରେସ ମଧ୍ୟପ୍ରଦେଶରେ ଜିତିବା ସହ ସରକାର ଗଢିଥିଲା। କିନ୍ତୁ ପୂର୍ବତନ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ କିଛି କଂଗ୍ରେସ ବିଧାୟକଙ୍କୁ ନେଇ ବିଜେପିକୁ ଯିବା ପରେ କଂଗ୍ରେସ…

କର୍ଣ୍ଣାଟକରେ ମୋଦିଙ୍କ ଗଣିତକୁ ମାତ ଦେବେ କି ରାହୁଲ ?

ଭୁବନେଶ୍ୱର: ରାତି ପାହିଲେ କର୍ଣ୍ଣାଟକ ନିର୍ବାଚନ ପାଇଁ ମତଦାନ ହେବ। ଦୀର୍ଘ ଦିନ ଧରି ଜୋରଦାର ପ୍ରଚାର ପରେ ବର୍ତ୍ତମାନ ବିଭିନ୍ନ ସିଟକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି। କର୍ଣ୍ଣାଟକରେ ୨୨୪ ବିଧାନସଭା ଆସନ ଥିବାବେଳେ ଗତ ନିର୍ବାଚନରେ ୭୪ ଟି ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀଙ୍କ ଜିତିବା…

ଏଏସ୍ଆଇ ନେଉ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଦାୟିତ୍ୱ, କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଏବଂ ଉନ୍ନତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ)କୁ ଦାୟିତ୍ୱ ନେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା…

ରାଜ୍ୟ ସରକାରଙ୍କୁ ସବ୍‌ସିଡି ଯୋଗାଣ ପ୍ରସଙ୍ଗରେ କେନ୍ଦ୍ର ସରକାର ରଖିଲେ ସ୍ପଷ୍ଟୀକରଣ

ଭୁବନେଶ୍ୱର: ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ଓଡ଼ିଶା ସରକାରଙ୍କୁ ସବ୍‌ସିଡି ଯୋଗାଣ ବିଳମ୍ବିତ ହେବାକୁ ନେଇ କେନ୍ଦ୍ର ସରକାରଙ୍କ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ଦେଶର ପ୍ରାୟ ୮୦ କୋଟି ହିତାଧିକାରୀଙ୍କ ଖାଦ୍ୟ ସୁରକ୍ଷା…

ସ୍ୱାମୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ଅଭିଯୋଗ ଆଣିଲେ ଅଭିନେତ୍ରୀ ଚନ୍ଦ୍ରିକା

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ଚନ୍ଦ୍ରିକା ସାହା ତାଙ୍କ ସ୍ୱାମୀଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି । ସେ ତାଙ୍କ ପିଲାଙ୍କୁ ମାଡ଼ ମାରିବା ସହ ତଳେ କଚାଡ଼ି ହତ୍ୟା ଉଦ୍ୟମ କରିଥିବା ନେଇ ଅଭିଯୋଗ କରିଛନ୍ତି । ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।…

ବିହାର ଭବନ ପାଇଁ ପୁରୀରେ ଜମି ଦେବେ ଓଡିଶା ସରକାର

ପାଟଣା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ପୁରୀରେ ବିହାର ଭବନ ପାଇଁ ରାଜ୍ୟ ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି…