ନବୀନ-ନୀତିଶ ସାକ୍ଷାତ ସମ୍ପୂର୍ଣ୍ଣ ପାରିବାରିକ, ମେଣ୍ଟ ସମ୍ପର୍କରେ କିଛି ଆଲୋଚନା ହେଲାନି
ଭୁବନେଶ୍ୱର: ନବୀନ ନିବାସରେ ଦୁଇ ମଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଭେଟଘାଟ ହେଲା । ଦୀର୍ଘ ଦେଢ ଘଣ୍ଟା ଧରି ଚାଲିଲା ଆଲୋଚନା । ହେଲେ ମେଣ୍ଟ ସମ୍ପର୍କରେ ନୁହେଁ । ଜମି ପ୍ରଦାନ ସମ୍ପର୍କରେ । ଗଣମାଧ୍ୟମକୁ ଏମିତି ସୂଚନା ଦେଇଛନ୍ତି ଦୁଇ ମୁଖ୍ୟମନ୍ତ୍ରୀ ।
ନବୀନ ନିବାସରେ ନବୀନ-ନୀତିଶ ସାକ୍ଷାତ…