ସୁନ୍ଦରଗଡ଼ ଓମ୍ବାଡସି ପାଣ୍ଠିରେ ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ଉପରେ ଗୁରୁତ୍ୱ
ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାରେ ଓମ୍ବାଡସି ପାଣ୍ଠିର ସହାୟତାରେ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଏହିସବୁ ପ୍ରକଳ୍ପର ରୂପରେଖ ପ୍ରସ୍ତୁତି ଏବଂ ତୃଣମୂଳ ସ୍ତରରେ କିପରି ଏହାର ସଫଳ କାର୍ଯ୍ୟାନ୍ୱୟନ କରାଯାଇପାରିବ ସେ ସମ୍ପର୍କରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳାର ଆୟୋଜନ…