ଆଜିଠୁ ତିନି ଦିନିଆ ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ମହାମହିମ
ମୟୂରଭଞ୍ଜ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ତିନି ଦିଆଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦା ଯିବେ।
ଜିଲ୍ଲା ପ୍ରଶାସନ ପକ୍ଷରୁ ଅସ୍ଥାୟୀ ହେଲିପ୍ୟାଡରେ ଏକ ମକ୍ ଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ଏଥିସହ ପାହାଡପୁର…