ମୋଦି ସରନେମ ବିବାଦ: ଆଜି ରାହୁଲଙ୍କ ଆବେଦନ ଉପରେ ଶୁଣାଣି କରିବେ ହାଇକୋର୍ଟ
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ମୋଦି ସରନେମକୁ ନେଇ ଫସିଥିବାବେଳେ ସୁରଟ ସେସନ କୋର୍ଟ ରାୟକୁ ଗୁଜରାଟ ହାଇକୋର୍ଟରେ ଚାଲେଞ୍ଜ କରିଥିଲେ । ଏ ମାମଲାର ଆଜି ହାଇକୋର୍ଟ ଶୁଣାଣି କରିବେ ।
ମୋଦି ସରନେମ ଟିପ୍ପଣୀକୁ ନେଇ ସୁରଟର ଏକ କୋର୍ଟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା…