କେବେ ଭାଙ୍ଗିବ ସିନ୍ଦେ ବିଜେପି ସରକାର?
ଭୁବନେଶ୍ୱର: ଦେଶରେ ଏବେ ମହାରାଷ୍ଟ୍ର ଚର୍ଚ୍ଚା ଅନ୍ୟ ସବୁ ଚର୍ଚ୍ଚାକୁ ବଳିଯାଇଛି। ମହାରାଷ୍ଟ୍ର ରାଜନୀତି କେଉଁ ରୂପ ନେବ ତାକୁ ନେଇ ସାରା ଦେଶର ରାଜନୈତିକ ମହଲରେ ଜୋରଦାର ଆଲୋଚନା ହେଉଛି।
ଏନସିପି ନେତା ଅଜିତ ପାୱାରଙ୍କ ମନ୍ତବ୍ୟ ଓ ଏକନାଥ ସିନ୍ଦେ ଗୋଷ୍ଠୀର ପ୍ରତିକ୍ରିୟା ଆଦିକୁ ଦେଖିଲେ…