Latest Odisha News

BREAKING NEWS

ସମ୍ବଲପୁରରେ କୋହଳ ହେଲା କର୍ଫ୍ୟୁ କିନ୍ତୁ ମିଳିଲାନି ଇଣ୍ଟରନେଟ ସେବା

ସମ୍ବଲପୁର:ଆଜି ବି ସମ୍ବଲପୁରରେ କୁହୁଳୁଛି ଅଶାନ୍ତି, ଅସେନ୍ତାଷର ନିଆଁ । ପରିସ୍ଥିତିକୁ ଦୃଷ୍ଟିରେ ରଖି ପୁଣି ୨୪ ଘଣ୍ଟା ପାଇଁ ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଫଳରେ ସମ୍ବଲପୁରବାସୀ  ଆଜି ବି ଇଣ୍ଟରନେଟ୍ ସେବା ପାଇବାରୁ ବଞ୍ଚିତ ରହିବେ ।   ଆସନ୍ତାକାଲି ୧୦ଟା ପର୍ଯ୍ୟନ୍ତ…

ଭୁବନେଶ୍ୱରରୁ ଆରମ୍ଭ ହେଲା ଆକାଶ ଏୟାରଲାଇନ୍ସର ବିମାନ ସେବା

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଭୁବନେଶ୍ବରରୁ ପୁଣେ ଓ ବେଙ୍ଗାଲୁରକୁ  ଉଡିଲା  ଆକାଶ ଏୟାରଲାଇନ୍ସ । ସବୁଠାରୁ କମ ଦେୟ ଯୁକ୍ତ ଏହି ବିମାନ ୧୪ଟି ସପ୍ତାହିକ ଉଡାଣ ସହ ତାର ସେବା ଆରମ୍ଭ କରିଛି । ଆକାଶ ଏୟାର ତା’ର ଉଡାଣ ଏପ୍ରିଲ ୧୭ ତାରିଖ ବିଜୁ ପଟ୍ଟନାୟକ ବିମାନ…

ପୂର୍ବତନ ରେଳମନ୍ତ୍ରୀ ତଥା ଟିଏମସି ନେତା ମୁକୁଲ ରୟ ନିଖୋଜ!

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ବିଜେପି ଛାଡି ନିଜ ପୂର୍ବ ରାଜନୈତିକ ଦଳ ତୃଣମୂଳ କଂଗ୍ରେସକୁ ଫେରିଥିବା ବରିଷ୍ଠ ନେତା ତଥା ପୂର୍ବତନ ରେଳମନ୍ତ୍ରୀ ମୁକୁଲ ରୟ ସୋମବାର ବିଳମ୍ବିତ ସନ୍ଧ୍ୟାରୁ ନିଖୋଜ ରହିଛନ୍ତି। ତାଙ୍କ ପୁଅ ଶୁଭ୍ରାଂଶୁ ରୟ ଏହି ସୂଚନା ଦେଇଛନ୍ତି। ସେ ଦାବି…

ଆମ୍ବ ତୋଟାକୁ ଯାଇଥିଲେ ବୃଦ୍ଧ, ହାତୀ କଚାଡ଼ି ନେଇଗଲା ଜୀବନ

ବନ୍ତଳା: ଥମୁନି ହାତୀ ଉପଦ୍ରବ । ବନ୍ତଳା ବନାଞ୍ଚଳରେ ମାତିଛନ୍ତି ହାତୀ । ପୁଣି ଜଣେ ବୃଦ୍ଧ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ଅନୁଗୁଳ ବ୍ଳକ ବନ୍ତଳା ବନାଞ୍ଚଳରେ ଦନ୍ତା ଆକ୍ରମଣରେ ଆଜି ପୁଣି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ବୃଦ୍ଧ ଜଣକ ହେଲେ ତଳଗଡ଼ ପଞ୍ଚାୟତର କନ୍ତମେଘ ଗ୍ରାମର ରମେଶ…

ମାଛ ବିକାଳି ଉପରେ ଚଢ଼ିଗଲା କଣ୍ଟେନର, ଘଟଣାସ୍ଥଳରେ ଚାଲିଗଲା ଜୀବନ

ରାୟଗଡ଼ା : ସକାଳୁ ସକାଳୁ ଅଘଟଣ । ମାଛ ବିକାଳି ଉପରେ ଚଢ଼ିଗଲା କଣ୍ଟେନର । ରାୟଗଡ଼ା ସହରର ପୂର୍ତ୍ତ ବିଭାଗ ବଙ୍ଗଳା ଆଗରେ ଏହି ଦୁର୍ଘଟଣା ଘଟିଛି । ମୃତକ ଜଣକ ହେଲେ ଖଳିଗୁଡ଼ା ଗାଁର ବୋଚ୍ଚା ପ୍ରକାଶ ରାଓ । ମାଛ ବିକ୍ରି କରୁଥିବା ବେଳେ ଏକ କଣ୍ଟେନର ଭାରସାମ୍ୟ ହରାଇ ତାଙ୍କ ଉପରେ ମାଡ଼ିଯାଇଥିଲା…

ଉଦ୍ଧବଙ୍କୁ ଭେଟିଲେ ଭେନୁଗୋପାଳ, ଏକାଠି ଗଣତନ୍ତ୍ରକୁ ‘ବଞ୍ଚାଇବା’ର ଦେଲେ ପ୍ରତିଶ୍ରୁତି

ମୁମ୍ବାଇ: ଆସନ୍ତା ବର୍ଷ ୨୦୨୪। ରାଜନୈତିକ ଦୃଷ୍ଟିକୋଣରୁ ବହୁତ ଆହ୍ବାନମୂଳକ ରହିବ ଏହି ବର୍ଷ। କାରଣ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ରାଜନୈତିକ ଦଳମାନେ ସେମାନଙ୍କର ରଣନୀତି ତିଆରି କରିବାରେ ଲାଗିଛନ୍ତି। ବିଭିନ୍ନ ସ୍ଥାନରେ ସଭା ସମିତି ହେଉଥିବା ବେଳେ ଘନ ଘନ ବୈଠକ ମଧ୍ୟ…

ଓଡ଼ିଶା ସମେତ ବିଭିନ୍ନ ରାଜ୍ୟକୁ ହିଟ୍ ଓ୍ବେଭ୍ ଆଲର୍ଟ ଜାରି, ଗ୍ରୀଷ୍ମ ପ୍ରବାହ ପଛର କାରଣ କ’ଣ?

ନୂଆଦିଲ୍ଲୀ: ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ତାତିରେ ଜୀବଜନ୍ତୁଠାରୁ ମଣିଷ ଛଟପଟ ହେଉଥିବା ବେଳେ ଭାରତୀୟ ପାଣିପାଗ ବିଭାଗର ସତର୍କତା ଚିନ୍ତା ବଢ଼ାଇଛି। ଯେଉଁଥିରେ କୁହାଯାଇଛି ପଶ୍ଚିମବଙ୍ଗ, ବିହାର ଏବଂ ଆନ୍ଧ୍ରପ୍ରଦେଶର ତିନୋଟି ରାଜ୍ୟରେ ଗ୍ରୀଷ୍ମପ୍ରବାହ ପୂର୍ବାନୁମାନ କରାଯାଇଛି। ଏହି…

ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୧୦୮)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ ବକ୍ଷରେ କମ୍ପନ, ଶଙ୍କାକୁଳ ପାଦର ଗତି, ମନ ମସ୍ତିଷ୍କରେ ଚିନ୍ତାର ଆବର୍ତ୍ତ । ବହୁ ସାହସ କରି ମଧ୍ୟ ସେ ଦିନରେ ଆସି ପାରି ନଥିଲା । କାଳେ ଯଦି ପରିଚିତ କେହି ଦେଖେ ସେ ଚନ୍ଦ୍ରଭାନୁଙ୍କ ବାସଭବନକୁ ଯାଉଛି ବୋଲି ଆଉ ଯଦି…

ସନେଟ : ସମୁଦ୍ର

ରବି ପଣ୍ଡା  ତମେ ନୀ, ମୁଁ' ଯେ ଘନ ନୀଳ, ତମେ ସ୍ଥିର ମୁଁ ଉଚ୍ଛଳ ଉତ୍ତାଳ ତମେ ଦେଖ ଛପି ଛପି ତମ ଛାଇ ପଡିଛି କି ନାହିଁ ମୋ ଛାତିରେ ମୋ ଛାତି ତ ଉର୍ମିରେ ଅସ୍ଥିର, ଅବିରତ ତା 'ଚଳପ୍ରଚଳ ବିଚଳିତ ମନ ଯା'ର, ସେ'କି ବାନ୍ଧି ପାରେ କେବେ କାହାକୁ ପ୍ରେମରେ! କଅଣ କରିବି କୁହ, ଯେତେ…

ଭାଷା ଭାଗବତ : ବହିର ସଂସାର

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ଯାହାର ଯେଉଁପରି ରୁଚି ସେ ଯଦି ତାହା ହିଁ କରୁଛି ଅପୂର୍ବ ବହିର ସଂସାର ବିନଷ୍ଟ ହେବ ଅତି ଶୀଘ୍ର ବହି ବ୍ୟତୀତ ସବୁ କଥା ସୃଷ୍ଟି କରିବ ମଥାବ୍ୟଥା ଆତ୍ମପ୍ରଚାର ପରାୟଣ ଲୋକେ କରିବେ ହଇରାଣ ମଲାଟ ଚିତ୍ର ଦେଲେ ଦେଖା ସମୀକ୍ଷା ନ ହୋଇଲେ…