Latest Odisha News

BREAKING NEWS

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ ,ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ନିଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀଠାରେ ଏକ ସମସାମୟିକ ଚିତ୍ର କଳା ପ୍ରଦର୍ଶନୀ ଧର୍ମପଦ ପୁରସ୍କାର ପ୍ରାପ୍ତ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି…

ଜି-୨୦ ଜନ ଭାଗିଦାରୀ: ସୋଆରେ ମିନି ମାରାଥନ ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି । ସୋଆରେ ବିଭିନ୍ନ ଅନୁଷ୍ଠାନର ଶହ ଶହ ଛାତ୍ରଛାତ୍ରୀ ଏହି ମାରାଥନରେ ଦୌଡି ଥିଲେ । ସୋଆ…

କିଟରେ ୟୁଥ୍-୨୦ କନସଲଟେସନ୍ ଉଦଯାପିତ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଅପ୍ରେଲ୍‍ ୧୪ ଓ ୧୫ ତାରିଖ ଦୁଇଦିନ ଧରି ଚାଲୁଥିବା ୟୁଥ-୨୦ କନ୍‍ସଲ୍‍ଟେସନ୍‍ ଶନିବାର ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାଲ୍‍ଟା…

ଶୀଘ୍ର ଜାତିଭିତ୍ତିକ ଜନଗଣନା ଦାବି କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ କଂଗ୍ରେସ ସଭାପତି ଖଡ଼ଗେ

ନୂଆଦିଲ୍ଲୀ : ଜନଗଣନା ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ଖଡ଼ଗେ ଚିଠିରେ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିଛନ୍ତି । ମଲ୍ଲିକାର୍ଜୁନ ଚିଠିରେ ଲେଖିଛନ୍ତି ଯେ, ଆମେ ସଂସଦରେ ଅନେକ ଥର ଏହି ପ୍ରସଙ୍ଗ…

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉତ୍ସବ ଉଦ୍‌ଯାପିତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି, ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ସମ୍ମାନିତ ଅତିଥି ଭାବରେ…

ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ଲାଗି ବେଜିପ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଟଙ୍କଧର ତ୍ରିପାଠୀ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟଙ୍କଧର ସକାଳେ ଝାଡ଼େଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଠାରୁ ଦଳୀୟ ଟିକେଟ୍ ଗ୍ରହଣ କରି ବିଶାଳ…

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ, ମହାନ ଜନନାୟକଙ୍କୁ ଝୁରୁଛି ଓଡ଼ିଶା

ଭୁବନେଶ୍ବର :  ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ ୧୭ ତାରିଖ, ମାନେ ୮୧ ବର୍ଷର ଜୀବନରେ ଏହି କିମ୍ବଦନ୍ତୀ ପୁରୁଷଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ନବ ଉତ୍କଳର ଅନ୍ୟତମ ପୁରୋଧା…

ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟରେ କାଲିଠୁ ଶୁଣାଣୀ, କେନ୍ଦ୍ର ସରକାରଙ୍କ ବିରୋଧ

ନୂଆଦିଲ୍ଲୀ : ଦେଶରେ ସମଲିଙ୍ଗୀ ବିବାହକୁ ବିରୋଧରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ନୂଆ ଆବେଦନ କରିଥିବା ଜଣାପଡ଼ିଛି। ଆବେଦନରେ କେନ୍ଦ୍ର ସରକାର କହିଛନ୍ତି ଯେ, ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବିଚାର ଉପରେ କେନ୍ଦ୍ର ସରକାର ପ୍ରଶ୍ନ…

ଖଣି ଦୁର୍ନୀତି ପ୍ରସଙ୍ଗରେ ପୁଣି ବର୍ଷିଲେ ଅପରାଜିତା: କହିଲେ, ହାଇଗ୍ରେଡ ମାଙ୍ଗାନିଜକୁ ଲୋ ଗ୍ରେଡ୍ କରି କୋଟି କୋଟି…

  ଭୁବନେଶ୍ୱର:ପୁଣି ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଲେ ସାଂସଦ ଅପରାଜିତା ଷଡଙ୍ଗୀ । ରାଜ୍ୟରେ ଖଣି ପରିଚାଳନାରେ   ବଡ ଧରଣର ଦୁର୍ନୀତି ହେଉଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିଲେ । ରାଜ୍ୟ ସରକାରଙ୍କ ଜାଣତରେ ଏସବୁ ଦୁର୍ନୀ୍ତି ହେଉଛି  ।  ଉତ୍ପାଦନ ହେଉଥିବା ଭଲ ଲୁଡା,…

ଏସଟିଏଫର ବଡ ଖୁଲାସା: ଅତିକର ସାମ୍ରାଜ୍ୟ ସମ୍ଭାଳୁଥିଲା ଗୁଡ୍ଡୁ ମୁସଲିମ, ଥିଲା ଆଇଏସଆଇ ସମ୍ପର୍କ

ନୂଆଦିଲ୍ଲୀ:ଅତିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶରଫଙ୍କ ହତ୍ୟା ପରେ ଏବେ ତାର ନେଟୱର୍କକୁ ନେଇ ପୋଲିସ ତନଘନା କରୁଛି । ପୋଲିସ ଛନାଭିନ ପରେ ଅନେକ ଗୁରୁତ୍ୱପୂର୍ଣ୍ଣ  ଖବର ସାମ୍ନାକୁ ଆସିଛି । ମିଳିଥିବା ଖବର ଅନୁଯାୟୀ, ଅତିକ ଅହମ୍ମଦର ଖାସ ସୁଟର କୁହାଯାଉଥିବା ଗୁଡ୍ଡୁ ମୁସଲିମ ନିଜେ ତାର…