Latest Odisha News

BREAKING NEWS

୨ଟି ଫୁଲମାଳରେ ସମ୍ବିଧାନକୁ ସାକ୍ଷୀ ରଖି ବାହା ହେଲା ୬ ଯୋଡ଼ା ବର, କନ୍ୟା

ବରଗଡ଼: ହୋମ ଯଜ୍ଞକୁ ସାକ୍ଷୀ ରଖି ବାହାଘର ହୁଏ, ୭ ଘେରା ବୁଲନ୍ତି ନବ ଦମ୍ପତି । ହେଲେ ଏଠି କେବଳ ଦୁଇଟି ଫୁଲମାଳ ଓ ସମ୍ବିଧାନକୁ ସାକ୍ଷୀ ରଖି ବାହାଘର ଚାଲିଛି । ସମ୍ବିଧାନକୁ ସାକ୍ଷୀ ରଖି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ୬ ଯୋଡ଼ା ବର, କନ୍ୟା । ବାବା ସାହେବ ଆମ୍ବେଦକରଙ୍କ ଜୟନ୍ତୀ…

ଶ୍ରମମନ୍ତ୍ରୀଙ୍କ ଉପରେ ଯୌନ ନିର୍ଯାତନା ଅଭିଯୋଗ ମାମଲା, ଗୃହ ରାଷ୍ଟ୍ରମନ୍ତ୍ରୀ କହିଲେ; ଯିଏ ଦୋଷୀ, ସେ ଦଣ୍ଡ ପାଇବ

ଭୁବନେଶ୍ୱର : ପୋଲସରା ବିଧାୟକ ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ନିର୍ଯାତନା ପ୍ରସଙ୍ଗରେ ଶନିବାର ପ୍ରତିକ୍ରିୟା ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା । ମହିଳା ଥାନାରେ ଅଭିଯୋଗ ପରେ ପୋଲିସର କାର୍ଯ୍ୟାନୁଷ୍ଠାନ ନେଇ ଗୃହମନ୍ତ୍ରୀ…

ଚମ୍ବଲ ନଦୀ କୂଳରେ ନିର୍ମିତ ହୋଇଛି ଅଦୃଶ୍ୟ ପ୍ରତିମୂର୍ତ୍ତି : ଦେଖିବାକୁ ଲୋକଙ୍କ ଭିଡ଼

ରାଜସ୍ଥାନ: ହିନ୍ଦୀ ଫିଲ୍ମ ମିଷ୍ଟର ଇଣ୍ଡିଆ ଫିଲ୍ମରେ ଅଭିନେତା ଅନୀଲ କପୁର ଏକ ଘଡ଼ି ପିନ୍ଧିବା ପରେ ଅଦୃଶ୍ୟ ହୋଇଯିବା ସମସ୍ତେ ଦେଖିଥିବେ । ଏବେ ରାଜସ୍ଥାନର ଚମ୍ବଲ ନଦୀ କୂଳରେ ଏକ ଅଦୃଶ୍ୟ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି, ଯାହାକୁ ଲୋକେ ମିଷ୍ଟର ଇଣ୍ଡିଆ ବୋଲି କହୁଛନ୍ତି ।…

୩ଟି ନ୍ୟୁକ୍ଲିୟର ପ୍ଲାଂଟ ବନ୍ଦ କଲା ଜର୍ମାନୀ

ବର୍ଲିନ: ଜର୍ମାନୀ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଦେଶରେ ଥିବା ୩ଟି ନ୍ୟୁକ୍ଲିୟର ପ୍ଲାଂଟକୁ ବନ୍ଦ କରି ଦେଇଛି । ଏହା ସାଧାରଣ ଜନତାଙ୍କ ସୁରକ୍ଷା ପାଇଁ ବିପଦ ସୃଷ୍ଟି କରିବା ଆଶଙ୍କା ରହିଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏଥିସହ ୬୦ ବର୍ଷ ତଳେ ଜର୍ମାନୀ ଆରମ୍ଭ କରିଥିବା…

ଖତରୋ କେ ଖିଲାଡି ସିଜିନ ୧୩ରୁ ଓହରିଗଲେ ପ୍ରିୟଙ୍କା, ଅଧ୍ୟୟନ

ମୁମ୍ବାଇ: ରୋହିତ ଶେଟ୍ଟୀଙ୍କ ଦ୍ୱାରା ଆୟୋଜିତ ଷ୍ଟଣ୍ଟ ଆଧାରିତ ରିଅଲିଟି ସୋ ‘ଖତରୋ କେ ଖିଲାଡି' ସିଜିନ ୧୩ ଖୁବ୍ ଶୀଘ୍ର ଛୋଟ ପରଦାରେ ଆରମ୍ଭ ହେବାକୁ ଯାଉଛି । ଏହି ଶୋ’ର ପ୍ରତିଯୋଗୀମାନଙ୍କୁ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଉତ୍ସାହିତ ଅଛନ୍ତି । ହେଲେ ଏହି ଶୋ ସୁଟିଂ ପୂର୍ବରୁ ଅନେକ…

ମନି ଲଣ୍ଡରିଂ ମାମଲା, ପୂର୍ବତନ ବିଜେଡି ବିଧାୟକଙ୍କ ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ୍

ଭୁବନେଶ୍ୱର: ପୂର୍ବତନ ବିଜେଡି ବିଧାୟକ ଅନାମ ନାଏକଙ୍କ ବିରୋଧରେ ଇଡି ଶନିବାର ଚାର୍ଜସିଟ୍ ଦାଖଲ କରିଛି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି । ଅନାମଙ୍କ ସହ ଅନ୍ୟମାନଙ୍କୁ ଦଣ୍ଡବିଧାନ ପ୍ରସ୍ତାବ ଦେଇ ଇଡି ୧.୫୨ କୋଟିର ସମ୍ପତ୍ତି ଜବତ…

ମଖ୍ୟମନ୍ତ୍ରୀଙ୍କୁ ଭେଟି ଟିକେଟ ଆଣିଲେ ଦୀପାଳି

ଝାରସୁଗୁଡ଼ା: ଝାରସୁଗୁଡା ଉପ-ନିର୍ବାଚନ ପାଇଁ ତିନି ଦଳର ପ୍ରସ୍ତୁତି ଜୋରଦାର ହୋଇଛି । ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ  ସମର୍ଥକଙ୍କ ଗହଣରେ ପ୍ରାର୍ଥୀପତ୍ର ଦାଖଲ କରିଥିବେଳେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କଠାରୁ ଦଳୀୟ ଟିକେଟ ଆଣିଛନ୍ତି । ଆଜି ଦୀପାଳି…

ବିହାରରେ ପୁଣି ବିଷାକ୍ତ ମଦମୃତ୍ୟୁ ! ୬ରୁ ଅଧିକ ଲୋକଙ୍କ ସନ୍ଦେହଜନକ ମୃତ୍ୟୁ, ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ ନୀତିଶ

ବିହାରରେ ପୁଣି ଦେଖାଦେଇଛି ବିଷାକ୍ତ ମଦମୃତ୍ୟୁ ମାମଲା । ମଦ ନିଷିଦ୍ଧ ଥିବା ରାଜ୍ୟରେ ବିଷାକ୍ତ ମଦ ପିଇ ୬ରୁ ଅଧିକ ଲୋକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବା ଖବର ଆଗକୁ ଆସିବା ପରେ ସାରା ବିହାରରେ ଚାଞ୍ଚଲ୍ୟ ଖେଳିଯାଇଛି। ରାଜ୍ୟର ମୋତିହାରୀର ଏହି ଅଭବାବନୀୟ ଘଟଣା ଘଟିଥିବାବେଳେ ଅନ୍ୟ ୨୫ ଜଣ…

ପୁଟିନଙ୍କ ବିଶ୍ୱସ୍ତ ଅଧିକାରୀମାନେ ହିଁ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରୁଛନ୍ତି: ଆମେରିକା ଲିକ ଦସ୍ତାବିଜରୁ ମିଳିଲା…

ନୂଆଦିଲ୍ଲୀ:ଆମେରିକାର ଗୁପ୍ତ ଦସ୍ତାବିଜ ଲିକ ହେବା ପରେ ଗୋଟିଏ ପରେ ଗୋଟିଏ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଏମିତି ଏକ ସିକ୍ରେଟ ପୁଟିନଙ୍କୁ ନେଇଆସିଛି । ଏହି ତଥ୍ୟରୁ ଜଣାଯାଇଛି, ରୁଷ ରାଷ୍ଟ୍ରପତିଙ୍କର ନିକଟତର ଲୋକମାନେ ତାଙ୍କୁ ଧୋକା ଦେବା ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି ।…

ଖୁବ୍‌ଶୀଘ୍ର ବନ୍ଦ ହେବ ‘କପିଲ ଶର୍ମା ଶୋ’: କାରଣ କ’ଣ ଜାଣନ୍ତୁ

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଶୋ ‘କପିଲ ଶର୍ମା ଶୋ’ ଖୁବ୍‌ଶୀଘ୍ର ବନ୍ଦ ହେବାକୁ ଯାଉଛି । ଏହାକୁ ସାମୟିକ ଭାବେ ବନ୍ଦ ରଖାଯିବ । କାରଣ କପିଲ ତାଙ୍କ ପରିବାର ସହିତ କିଛି ସମୟ ଛୁଟି କଟାଇବାକୁ ବିଦେଶ ଯିବାର ଅଛି । ତେଣୁ ସେ କିଛି ମାସ ବିରତି ନେବାକୁ ଚାହୁଁଛନ୍ତି । ଏହି ସମୟରେ…