ରାହୁଲ ଗାନ୍ଧୀଙ୍କ ମାନହାନୀ ମାମଲା: ଏପ୍ରିଲ ୨୦ରେ ଆସିବ ରାୟ
ନୂଆଦିଲ୍ଲୀ: ମାନହାନୀ ମାମଲାରେ ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ନିର୍ଦ୍ଦେଶ ଉପରେ ରୋକ୍ ଲଗାଇବାକୁ ହୋଇଥିବା ଆବେଦନର ଆଜି(ଏପ୍ରିଲ୍ ୧୩) ଶୁଣାଣି ହୋଇଛି। ସୁରତ ସେସନ କୋର୍ଟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ଏପ୍ରିଲ ୨୦ ତାରିଖରେ କୋର୍ଟ ନିଜ ରାୟ ଶୁଣାଇବେ।
ଆଜି ଶୁଣାଣି…