ଚଳିତ ବର୍ଷର ସର୍ବାଧିକ କୋଭିଡ୍ ପଜିଟିଭ ଚିହ୍ନଟ: ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ୪୦ ହଜାର ପାର୍
ନୂଆଦିଲ୍ଲୀ: ଆଜି ଚଳିତ ବର୍ଷର ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ୭,୮୩୦ କରୋନା ରୋଗୀ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ୨୨୩ ଦିନ ପରେ ପ୍ରଥମ ଥର ଏତେ ସଂଖ୍ୟକ ପଜିଟିଭ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟମନ୍ତ୍ରଣାଳୟ ସୂଚନା ଦେଇଛି। ଗତବର୍ଷ…