କଳିଙ୍ଗ ଷ୍ଟାଡିୟମରେ ଏପ୍ରିଲ ୨୦ରୁ “ଓଡ଼ିଶା ଦକ୍ଷତା କନକ୍ଲେଭ୍-୨୦୨୩”
ଭୁବନେଶ୍ବର : 'ସ୍କିଲଡ୍-ଇନ୍-ଓଡିଶା' ବ୍ରାଣ୍ଡକୁ ଅଧିକ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ରାଜ୍ୟର ଯୁବକମାନଙ୍କୁ କେବଳ ଦେଶ ଭିତରେ ନୁହେଁ ବିଦେଶରେ ମଧ୍ୟ ନିଯୁକ୍ତି ଦେବା ପାଇଁ ଓଡିଶା ସରକାର "ନୂତନ ବିଶ୍ବ ପାଇଁ ଦକ୍ଷତା ବିକାଶ' ଥ୍ମ୍ ସହିତ ଚଳିତ ଏପ୍ରିଲ ୨୦ ରୁ ୨୨ ତାରିଖ ପର୍ଯ୍ୟନ୍ତ…