Latest Odisha News

BREAKING NEWS

ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ‘ପୁଷ୍ପା-୨’ର ହେବ ସୁଟିଂ

ଭୁବନେଶ୍ୱର: ମାଲକାନଗିରି ମାଟିର କାହାଣୀ ଦମନ ସିନେ ପ୍ରେମୀଙ୍କ ମନ ଜିଣିବା ପରେ ଆସିଛି ଆଉ ଏକ ଖୁସି ଖବର । ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ସାଉଥ୍ ଷ୍ଟାର୍ ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା-୨’ର ସୁଟିଂ ହେବ ବୋଲି ଜଣାପଡ଼ିଛି । ସ୍ୱାଭିମାନ ଅଞ୍ଚଳରେ ‘ପୁଷ୍ପା-୨’ ଫିଲ୍ମର ସୁଟିଂ ଲାଗି…

ଦିନେ ଦୁଇ ଦିନ ଭିତରେ ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ

ଭୁବନେଶ୍ୱର: ଆଜି ଦିଲ୍ଲୀରେ ସଂସଦୀୟ ବୋର୍ଡ ବୈଠକ ବସୁଛି। ଦିନେ ଦୁଇ ଦିନ ଭିତରେ ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ। ଦିଲ୍ଲୀ ଗସ୍ତରୁ ଫେରିବା ପରେ ଏହା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ବିଜେଡି ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କ ନାଁ…

ଝାରସୁଗୁଡା ଉପନିର୍ବାଚନ: ତରୁଣ ପାଣ୍ଡେ ହୋଇପାରନ୍ତି କଂଗ୍ରେସ ପ୍ରାର୍ଥୀ

ଝାରସୁ୍ଗୁଡା: ଝାରସୁଗୁଡା ଉପ ନିର୍ବାଚନ ପାଇଁ ଜୋର ଧରିଛି ରାଜନୀତି । ବିଜେଡି ପ୍ରାର୍ଥୀ ଘୋଷଣା କରି ଏକ ପ୍ରକାର ପ୍ରଚାର କାମ ଆରମ୍ଭ କରି ଦେଇଛି । ହେଲେ ପଛରେ ପଡିଛନ୍ତି ଦୁଇ ବିରୋଧୀ ଦଳ । ଦିନକ ପରେ କଂଗ୍ରେସ ତାର ପ୍ରାର୍ଥୀ ଘୋଷଣା କରିପାରେ ବୋଲି କହଛନ୍ତି କଂଗ୍ରେସ ବିଧାୟକ ସୁର…

ଧାର୍ମିକ କାର୍ଯ୍ୟକ୍ରମ ବେଳେ ସ୍ତ୍ରୀକୁ କୁରାଢୀରେ ହାଣିଲା ସ୍ବାମୀ!

କନ୍ଧମାଳ: ଧାର୍ମିକ କାର୍ଯ୍ୟକ୍ରମରେ ହତ୍ୟା। ସ୍ବାମୀ ହତ୍ୟା କରିଛି ସ୍ତ୍ରୀକୁ। କନ୍ଧମାଳ ଜିଲ୍ଲା କରାଣ୍ଡିବାଲି ଗାଁରେ ଦେଖିବାକୁ ମିିଳିଛି ଏଭଳି ଏକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ନିଜ ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ଲକ୍ଷ୍ମୀଙ୍କୁ ଅତି ନିର୍ମମ…

ଜାପାନରୁ କ୍ୟାବିନେଟ୍ ବୈଠକରେ ଅଧ୍ୟକ୍ଷତା କଲେ ନବୀନ, ବିଭିନ୍ନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ଓଡ଼ିଶା ଇତିହାସରେ ପ୍ରଥମ । ଡିଜିଟାଲ୍ ଗଭର୍ଣ୍ଣାସକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନର କ୍ୟୋଟୋରୁ କ୍ୟାବିନେଟ୍ ବୈଠକରେ ଅଧ୍ୟକ୍ଷତା କରିବା ସହ ବିଭିନ୍ନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଓଡ଼ିଶାରେ ପୁଞ୍ଜି ନିବେଶ ଲାଗି…

ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ । ଆସନ୍ତା କାଲିଠାରୁ ଖାତା ଦେଖା ଆରମ୍ଭ ହେବ । ଏହା ଏପ୍ରିଲ ୨୩ ତାରିଖ ଯାଏ ଚାଲିବ । ଏହାପରେ ଆରମ୍ଭ ହେବ ୨ୟ ପର୍ଯ୍ୟାୟ ଖାତା ଦେଖା । ଏହା ମେ’ ୭ ତାରିଖ ଯାଏ ଚାଲିବ । ତେଣୁ ମେ’ ଶେଷ ସୁଦ୍ଧା ପରୀକ୍ଷା ଫଳ…

ଢେଙ୍କାନାଳରେ ସେକ୍ସ ରାକେଟ ଠାବ ! ୨ ଯୁବତୀ ଉଦ୍ଧାର ଓ ଜଣେ ଗିରଫ

ଢେଙ୍କାନାଳ ସହରର କାଲଟାକ୍ସ ନିକଟରେ ଏକ ସେକ୍ସ ରାକେଟ୍‌ ଠାବ କରିଛି ପୋଲିସ। କାଲଟାକ୍ସ ନିକଟରେ ଥିବା ଏକ ଘରେ ଦେହ ବେପାର ଚାଲିଥିବା ଖବର ପାଇ ଢେଙ୍କାନାଳ ଟାଉନ ଥାନା ପୋଲିସ ଶନିବାର ରାତି ପ୍ରାୟ ୧୦ଟା ବେଳେ ଚଢ଼ାଉ କରିଥିଲା। ଚଢାଇ ସମୟରେ ୨ ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ…

ଆତ୍ମପ୍ରଚାର, ସାହିତ୍ୟ ଯାତ୍ରାର ବଡ଼ ପ୍ରତିବନ୍ଧକ : ଅସିତ କୁମାର ପଣ୍ଡା

ଓଡ଼ିଶା ସାହିତ୍ୟରେ ତରୁଣ ପୀଢ଼ିର ଜଣେ ଅଗ୍ରଣୀ ଲେଖିକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅସିତ କୁମାର ପଣ୍ଡା । ସ୍ତମ୍ଭ , ଗଳ୍ପ , କବିତା, ନାଟକ ଓ ଗବେଷଣାତ୍ମକ ପ୍ରବନ୍ଧ ରଚନା ଭଳି ଓଡ଼ିଆ ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ସେ ନିଜର ପାରଦର୍ଶିତା ପ୍ରଦର୍ଶନ କରି ବିପୁଳ…

ନିର୍ବାଚନ ପୂର୍ବରୁ ମୁହାଁମୁହିଁ ହେଲେ ଗେହଲଟ-ପାଇଲଟ

ଜୟପୁର(ରାଜସ୍ଥାନ ): ରାଜସ୍ଥାନ ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଯାଇଛି ରାଜନୖତିକ ଯୁ୍ଦ୍ଧ । ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି । ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଉପରେ ପୁଣି ଜୋରଦାର ଆକ୍ରମଣ…

ଅଭୁଲା ଗୀତ : ନଉକା ସଉଦା ଭରା

ଗୀତ : ଗୋଦାବରୀଶ ମହାପାତ୍ର ସଙ୍ଗୀତ :   ବାଳକୃଷ୍ଣ ଦାଶ ଗାୟନ : ଉଦୟନାଥ ସାହୁ ଚଳଚ୍ଚିତ୍ର : ଜୟଦେବ, ୧୯୬୧ ନଉକା ସଉଦା ଭରା ଲିଭିଲିଭି ଆସେ ଖରା ବେଗିବେଗି ଯିବା ପରା ନଉକା ସଉଦା ଭରା ସେ କୂଳେ ନେଇ ଲିଭିଲିଭି ଆସେ ଖରା ବେଗିବେଗି ଯିବା ପରା…