ସ୍ୱାସ୍ଥ୍ୟସେବା ସୁବିଧାରୁ ବଞ୍ଚିତ ଗ୍ରାମାଞ୍ଚଳ
ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ
ଯେକୌଣସି ଦେଶର ବିକାଶ ପ୍ରଥମେ ତା'ର ସ୍ୱାସ୍ଥ୍ୟ ଓ ଶିକ୍ଷା ସେବାରୁ ପ୍ରତୀୟମାନ ହୋଇଥାଏ । ସ୍ୱାସ୍ଥ୍ୟ ଓ ଶିକ୍ଷା ଉଭୟ ହିଁ ଦେଶର ପ୍ରମୁଖ ସମ୍ପଦ `। ସ୍ୱାସ୍ଥ୍ୟ ଓ ଶିକ୍ଷା ବିନା ଦେଶରେ ଉନ୍ନତି ଅସମ୍ଭବ । ସମଗ୍ର ଭାରତ ସ୍ୱାସ୍ଥ୍ୟ ସେବାର…