ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି
ପୁରୀ : ଆସନ୍ତା୨୩ ତାରିଖରେ ଅକ୍ଷୟ ତୃତୀୟା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହେବ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ବର୍ଷ ତମାମ୍ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା, ଭଦ୍ରା ଏବଂ ବୈଜୟନ୍ତୀ ନାମକ ୫ଟି ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଭୋଇ…