ରାଜ୍ୟରେ ୨୪ ଘଣ୍ଟାରେ ୪୪ ପ୍ରତିଶତ କରୋନା ସଂକ୍ରମଣ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ପୁଣିଥରେ ମୁଣ୍ଡ ଟେକିଛି। ଓଡ଼ିଶାରେ ୨୪ ଘଣ୍ଟା ମଧ୍ୟରେ ୪୪ ପ୍ରତିଶତ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮କୁ ବୃଦ୍ଧି ପାଇଛି। ବୁଧବାର ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଜାରି କରିଥିବା ସଂକ୍ରମିତଙ୍କ…