ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ଗିରଫ
କେନ୍ଦୁଝର: ତେଲକୋଇ ବ୍ଲକ ଡିମିରିଆ ସିଆରସିସି ଅନ୍ତର୍ଗତ ଡିମିରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଛାତ୍ରୀମାନଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ପ୍ରାୟ 12 ଜଣ ଛାତ୍ରୀଙ୍କ ଅଭିଯୋଗ ଆଧାରରେ ପ୍ରଧାନ ଶିକ୍ଷକ ନାରାୟଣ ସେନାପତିଙ୍କୁ ପୁଲିସ ଗିରଫ କରିଛି। ଅଭିଯୋଗ…