ଗତ ୬ ମାସରେ ଆଜି ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ; ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ
ନୂଆଦିଲ୍ଲୀ: ଗତ ୬ ମାସ ଭିତରେ ଆଜି ଦେଶରେ ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୦୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୪ ଜଣଙ୍କ ଜୀବନ ନେଇଛି କରୋନା। ଯେଉଁଥିରେ ୮ ଜଣଙ୍କର ମୃତ୍ୟୁ କିଛିଦିନ…