‘ଅଗଷ୍ଟ ସୁଦ୍ଧା ଶତ ପ୍ରତିଶତ ପରିବାରକୁ ବିଜୁଳି ସେବା ଯୋଗାଇ ଦେବାକୁ ଲକ୍ଷ୍ୟ ରହିଛି’
ଭୁବନେଶ୍ୱର: ଚଳିତ ବର୍ଷ ଅଗଷ୍ଟ ଶେଷ ସୁଦ୍ଧା ପ୍ରତ୍ୟେକ ପରିବାରକୁ ବିଜୁଳି ଯୋଗାଇଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ସୋମବାର ଓଡ଼ିଶାର ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏହା କହିଛନ୍ତି। ଓଡ଼ିଶାରେ ୧୮ ପ୍ରତିଶତ ଘରକୁ ବିଜୁଳି ସଂଯୋଗ ହୋଇଥିଲା। ଆଜି ଏହା ୯୭ ପ୍ରତିଶତରେ…