ରେଳ ଷ୍ଟେସନ୍ରେ ଯାତ୍ରୀ ଅପେକ୍ଷା କରିଥିବା ବେଳେ ଟିଭି ସ୍କ୍ରିନ୍ ଚାଲିଲା ଅଶ୍ଳୀଳ ଭିଡିଓ; ତଦନ୍ତ ଆରମ୍ଭ
ପାଟନା: ବିହାରର ପାଟନା ରେଲୱେ ଷ୍ଟେସନରେ ଅପେକ୍ଷା କରିଥିଲେ ଶତାଧିକ ଯାତ୍ରୀ। ଟ୍ରେନ୍ ଆସିଲେ ନିଜ ନିଜ ଗନ୍ତବ୍ୟ ସ୍ତଳକୁ ଯିବେ। ଷ୍ଟେସନ୍ରେ ଲାଗିଥିବା ଟିଭିରେ ଚାଲୁଥିଲା ବିଜ୍ଞାପନ। ହେଲେ ହଠାତ୍ ଟିଭିରେ ଅଶ୍ଳୀଳ ଫିଲ୍ମ(ପର୍ଣ୍ଣ ଫିଲ୍ମ) ଦେଖାଇବା ଆରମ୍ଭ ହୋଇଗଲା। ପ୍ରାୟ ୩ ମିନିଟ ଧରି…