ପଶ୍ଚିମା ଝଡ଼ ପ୍ରଭାବ; ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର : ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟରେ ଆଜିବି ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ପବନ ସାଙ୍ଗକୁ କିଛି ସ୍ଥାନରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…